Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଆତଙ୍କ : ଆମେରିକୀୟ ଜେଲ୍‌ରୁ ଚମ୍ପଟ ମାରିଲେ 9 ମହିଳା କଏଦୀ
ଅନ୍ତରାଷ୍ଟ୍ରୀୟ

କରୋନା ଆତଙ୍କ : ଆମେରିକୀୟ ଜେଲ୍‌ରୁ ଚମ୍ପଟ ମାରିଲେ 9 ମହିଳା କଏଦୀ

March 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାଉଥ୍‌ ଡାକୋଟା : ଆମମେରିକୀୟ ଜେଲ୍‌ରୁ ଚମ୍ପଟ ମାରିଛନ୍ତି 9 ମହିଳା କଏଦୀ । କରୋନା ଆତଙ୍କ ଦିନକୁ ଦିନ ବଢି ଚାଲିଥିବା ବେଳେ ଭୟରେ ଏହି 9ମହିଳା କଏଦୀ ଜେଲ୍‌ରୁ ଚମ୍ପଟ ମାରିଛନ୍ତି । ସାଉଥ୍‌ ଡାକୋଟାର ଏହି ଜେଲ୍‌ରୁ 9 ଜଣ ଅନ୍ତେବାସୀ ଚମ୍ପଟ ମାରିଛନ୍ତି । ଜେଲ୍‌ର ଜଣେ କଏଦୀ କରୋନା ଆକ୍ରାନ୍ତ ଥିବା ଜଣା ପଡିବ ପରେ ଭୟରେ ଏହି କଏଦୀ ମାନେ ଚମ୍ପଟ ମାରିଥିବା ଜଣାପଡିଛି । ସୋମବାର ଏହି କଏଦୀ ମାନେ ଚମ୍ପଟ ମାରିଥିବା ବେଳେ ବୁଧବାର ପୋଲିସ୍‌ ତିନି ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026

ବନ୍ଧୁ ରୁଷର କ୍ଷେପଣାସ୍ତ୍ର ଆକ୍ରମଣରେ ଚାରି ଭାରତୀୟଙ୍କ ମୃତ୍ୟୁ: ଚେତାବନୀ ଜାରି କଲା ଭାରତ

July 21, 2026

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026
Latest News

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026

ବନ୍ଧୁ ରୁଷର କ୍ଷେପଣାସ୍ତ୍ର ଆକ୍ରମଣରେ ଚାରି ଭାରତୀୟଙ୍କ ମୃତ୍ୟୁ: ଚେତାବନୀ ଜାରି କଲା ଭାରତ

July 21, 2026

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.