Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସ୍ପେନ୍‌ରେ ଗୋଟିଏ ଦିନରେ ପ୍ରାଣ ହରାଇଲେ 769 : ଆକ୍ରାନ୍ତଙ୍କ ସଂଖ୍ୟା 64 ହଜାର
ଅନ୍ତରାଷ୍ଟ୍ରୀୟ

ସ୍ପେନ୍‌ରେ ଗୋଟିଏ ଦିନରେ ପ୍ରାଣ ହରାଇଲେ 769 : ଆକ୍ରାନ୍ତଙ୍କ ସଂଖ୍ୟା 64 ହଜାର

March 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଦ୍ରିଦ୍‌ : କରୋନା ଭାଇରସ୍‌ ପ୍ରଭାବରେ ସମଗ୍ର ବିଶ୍ବରେ ଆତଙ୍କ ଖେଳି ଯାଇଥିବା ବେଳେ ସ୍ପେନ୍‌ରେ ଏହି ଭାଇରସ୍‌ ତାଣ୍ଡବ ମଚାଇଛି । ସ୍ପେନ୍‌ରେ ଏହି ଭାଇରସ୍‌ ପ୍ରଭାବରେ ଗୋଟିଏ ଦିନରେ 769 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା 64 ହଜାର ଅତିକ୍ରମ କରିଛି । ଶୁକ୍ରବାର ନୂତନ ଭାବରେ 769 ପ୍ରାଣହାନି ଘଟିଥିବା ବେଳେ ସମୁଦାୟ ମୃତକଙ୍କ ସଂଖ୍ୟା 4800ରେ ପହଞ୍ଚିଛି । ଇଟାଲୀର 4858 ମୃତ୍ୟୁ ପଛକୁ ଏହା ଦ୍ବିତୀୟ ସ୍ଥାନରେ ରହିଛି । ଗୁରୁବାର ଅପେକ୍ଷା ଶୁକ୍ରବାର ସ୍ପେନ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟାରେ 18 ପ୍ରତିଶତର ଅଭିବୃଦ୍ଧି ଘଟିଛି । ସେହିପରି ଏକ ସପ୍ତାହ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟାରେ 8 ହଜାର ବୃଦ୍ଧି ଘଟିବା ଚିନ୍ତାଜନକ ବୋଲି ସ୍ପେନ୍‌ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ କରାଯାଇଛି । (ଏଜେନ୍ସି)

corona covid19 spain
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.