Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆମେରିକାରେ କରୋନା ଅଣାୟତ୍ତ : ଦିନକରେ 1400ରୁ ଅଧିକ ମୃତ
ଅନ୍ତରାଷ୍ଟ୍ରୀୟ

ଆମେରିକାରେ କରୋନା ଅଣାୟତ୍ତ : ଦିନକରେ 1400ରୁ ଅଧିକ ମୃତ

April 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଯୋଗୁଁ ହାହାକାର ଲାଗିରହିଥିବାବେଳେ ବିଶ୍ବର ବହୁ ଦେଶ ଏବେ ଏହି ମହାମାରୀ କବଳରେ । ଏବେ ଏହି ଭୟାନକ କରୋନା କବଳରେ ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର । ଏହି ରାଷ୍ଟ୍ରରେ ବିଶ୍ବର ସର୍ବାଧିକ କରୋନା ସଂକ୍ରମିତ ରହିଛନ୍ତି । ଏହା ମଧ୍ୟରେ ଗତ 24 ଘଣ୍ଟା ମଧ୍ୟରେ 1400ରୁ ଅଧିକ ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

ଚୀନର ବୁହାର ସହରରୁ ବ୍ୟାପିଥିବା ଏହି ଭୟାବହ କରୋନା ଏବେ ସାରା ଦୁନିଆରେ ତାଣ୍ଡବ କରୁଛି । ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା 3 ଲକ୍ଷ ପାଖାପାଖିରେ ପହଞ୍ଚିଛି ।  ଏପର୍ଯ୍ୟନ୍ତ ଆମେରିକାରେ 2.70 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ ହୋଇଛନ୍ତି । ସେହିପରି ଆମେରିକାରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା 7406ରେ ପହଞ୍ଚିଛି । ସେହିପରି  12,283ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଇଟାଲୀରେ ଆକ୍ରାନ୍ତଙ୍କ ସଂଖ୍ୟା 1,19,827ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା 14,681ରେ ପହଞ୍ଚିଛି । ସେହିପରି ସ୍ପେନ୍‌ରେ ମୃତ୍ୟୁ ସଂଖ୍ୟା 11,198ରେ ପହଞ୍ଚିଛି ।

ସମୀକ୍ଷା ତରପରୁ କରୋନା ଅପଡେଟ୍‌ :

america coronadeath italy
Share. Facebook Twitter LinkedIn Email WhatsApp Copy Link

Related Posts

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026
Latest News

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.