Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବେକାବୁ କରୋନା : ମୃତ୍ୟୁ ସଂଖ୍ୟା 88 ହଜାର ଟପିଲା
ଅନ୍ତରାଷ୍ଟ୍ରୀୟ

ବେକାବୁ କରୋନା : ମୃତ୍ୟୁ ସଂଖ୍ୟା 88 ହଜାର ଟପିଲା

April 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଯୋଗୁଁ ବିଶ୍ବ ବେକାବୁ ହୋଇପଡିଛି । ଚୀନରୁ ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି ଭୟାନକ ଭାଇରସ୍‌ ବିଶ୍ବର ସମସ୍ତ ରାଷ୍ଟ୍ରରେ ନିଜର କାୟା ବିସ୍ତାର କରି ସାରିଛି । ବିଶ୍ବର ସର୍ବ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ମଧ୍ୟ ଏହା କବଳରୁ ମୁକ୍ତ ହୋଇପାରୁନାହିଁ। ଆମେରିକାରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି । ଚବିଶ ଘଣ୍ଟାରେ ଆମେରିକାରେ 1,895ଜଣକର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 35ହଜାର 1286ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା 14 ହଜାର 795ରେ ପହଞ୍ଚିଛି । ସେହିପରି ଇଟାଲୀ, ସ୍ପେନ୍‌, ଫ୍ରାନ୍ସ, ଜର୍ମାନୀ, ଇରାନ୍‌ ଆଦି ଦେଶରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି ।

ଇଟାଲୀରେ 1,39,443 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 17,669ରେ ପହଞ୍ଚିଛି । ସେହିପରି ସ୍ପେନ୍‌ରେ 1,48,220 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 14 ହଜାର 792ରେ ପହଞ୍ଚିଛି । ସେହିପରି ଫ୍ରାନ୍ସରେ ଲକ୍ଷେରୁ ଅଧିକ ଲୋକେ ଆକ୍ରାନ୍ତ ହୋଇଥିବାବେଳେ ଦଶହଜାରରୁ ଅଧିକ ଲୋକେ ମୃତ୍ୟୁବରଣ କରିଛନ୍ତି । ଚୀନ୍‌ରେ ଏହି ରୋଗରେ 81,865ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁବରଣ କରିଛନ୍ତି 3,335ଜଣ ।

ସମୀକ୍ଷା ତରଫରୁ କରୋନା ଅପଡେଟ୍‌ :

 

coronaoutbreak TopNews
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026
Latest News

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.