Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବ୍ରିଟେନରେ କରୋନା ଯୋଗୁଁ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ
ଅନ୍ତରାଷ୍ଟ୍ରୀୟ

ବ୍ରିଟେନରେ କରୋନା ଯୋଗୁଁ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

April 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରିଟେନ୍‌ : କରୋନାରେ ଆକ୍ରାନ୍ତ ହୋଇ ବ୍ରିଟେନ୍‌ରେ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ । ଡାକ୍ତର ଜିତେନ୍ଦ୍ର ରାଠୋର ଏବଂ ଡାକ୍ତର ହମଜା ପଚିରିଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଉଭୟ କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଥାଇ ସଂକ୍ରମିତ ହୋଇଥିଲେ । ଏହି ଡାକ୍ତରଙ୍କ ମୃତ୍ୟୁ ସହ ଆଉ ପାଞ୍ଚଜଣ ଡାକ୍ତର କରୋନାର ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଚିକିତ୍ସାଧୀନ ସମସ୍ତ ପାଞ୍ଚଜଣ ଡାକ୍ତର ଏବେ ଭେଣ୍ଟିଲେଟରରେ ରହିଥିବାର ସୂଚନା ରହିଛି । କରୋନା ଯୋଗୁଁ ବ୍ରିଟେନ୍‌ରେ 8,958ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 70 ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ହୋଇଛନ୍ତି । ବ୍ରିଟେନ୍‌ର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ମଧ୍ୟ କାରୋନ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ଆମେରିକାରେ ମଧ୍ୟ 11ଜଣ ଭାରତୀୟ ଏହି ମହାମାରୀ କରୋନା ଯୋଗୁଁ ପ୍ରାଣ ହରାଇସାରିଛନ୍ତି ।ସେହିପରି କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣେଓଡିଆ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରାଧାରମଣ ଶର୍ମା ହୋଇଥିବା ବେଳେ ସେ ଇଂଲଣ୍ଡରେ ଜଣେ କାର୍ଯ୍ୟରତ ଡାକ୍ତର ଭାବେ ନିଯୁକ୍ତ ଥିଲେ । ସେ ଜଣେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ଥିବା ଜଣାପଡିଛି । ତାଙ୍କ ବୟସ ପାଖାପାଖି ୭୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।

british corona
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବାଣପୁର: ସେଣ୍ଟ ଜାଭିୟର ହାଇସ୍କୁଲ ପକ୍ଷରୁ “ମାଗଣା ହାଟ” ନାମକ ସମାଜ କଲ୍ୟାଣ କାର୍ଯ୍ୟକ୍ରମ

January 11, 2026

ଜାନୁଆରୀ ୧୨ରେ ଯୁବ ନେତୃତ୍ୱକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

January 11, 2026
Latest News

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.