Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବ୍ରିଟେନରେ କରୋନା ଯୋଗୁଁ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ
ଅନ୍ତରାଷ୍ଟ୍ରୀୟ

ବ୍ରିଟେନରେ କରୋନା ଯୋଗୁଁ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

April 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରିଟେନ୍‌ : କରୋନାରେ ଆକ୍ରାନ୍ତ ହୋଇ ବ୍ରିଟେନ୍‌ରେ ଦୁଇ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ । ଡାକ୍ତର ଜିତେନ୍ଦ୍ର ରାଠୋର ଏବଂ ଡାକ୍ତର ହମଜା ପଚିରିଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଉଭୟ କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଥାଇ ସଂକ୍ରମିତ ହୋଇଥିଲେ । ଏହି ଡାକ୍ତରଙ୍କ ମୃତ୍ୟୁ ସହ ଆଉ ପାଞ୍ଚଜଣ ଡାକ୍ତର କରୋନାର ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଚିକିତ୍ସାଧୀନ ସମସ୍ତ ପାଞ୍ଚଜଣ ଡାକ୍ତର ଏବେ ଭେଣ୍ଟିଲେଟରରେ ରହିଥିବାର ସୂଚନା ରହିଛି । କରୋନା ଯୋଗୁଁ ବ୍ରିଟେନ୍‌ରେ 8,958ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 70 ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ହୋଇଛନ୍ତି । ବ୍ରିଟେନ୍‌ର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ମଧ୍ୟ କାରୋନ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ଆମେରିକାରେ ମଧ୍ୟ 11ଜଣ ଭାରତୀୟ ଏହି ମହାମାରୀ କରୋନା ଯୋଗୁଁ ପ୍ରାଣ ହରାଇସାରିଛନ୍ତି ।ସେହିପରି କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣେଓଡିଆ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରାଧାରମଣ ଶର୍ମା ହୋଇଥିବା ବେଳେ ସେ ଇଂଲଣ୍ଡରେ ଜଣେ କାର୍ଯ୍ୟରତ ଡାକ୍ତର ଭାବେ ନିଯୁକ୍ତ ଥିଲେ । ସେ ଜଣେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ଥିବା ଜଣାପଡିଛି । ତାଙ୍କ ବୟସ ପାଖାପାଖି ୭୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।

british corona
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026
Latest News

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.