Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନଠାରୁ ନ୍ୟୁୟର୍କରେ ଅଧିକ ପାକିସ୍ତାନୀ କରୋନାରେ ପ୍ରାଣ ହରାଇଛନ୍ତି
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନଠାରୁ ନ୍ୟୁୟର୍କରେ ଅଧିକ ପାକିସ୍ତାନୀ କରୋନାରେ ପ୍ରାଣ ହରାଇଛନ୍ତି

April 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନ୍ୟୁୟର୍କ : ଆମେରିକାରେ ମହାମାରୀ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ମୃତ୍ୟୁ ସଂଖ୍ୟାରେ ଇଟାଲୀକୁ ଟପିଛି ଆମେରିକା । ଆମେରିକାରେ ସର୍ବମୋଟ୍‌ ମୃତ୍ୟୁ ସଂଖ୍ୟା 20,577ରେ ପହଞ୍ଚିଛି । ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା 5ଲକ୍ଷ ଟପିଛି । ଆମେରିକା ଏବେ କରୋନା କେନ୍ଦ୍ର ଭାବରେ ଉଭା ହୋଇଛି । କରୋନା ଯୋଗୁଁ ଅଧିକ କ୍ଷତିଗ୍ରସ୍ତ ହୋଇଛି ନ୍ୟୁୟର୍କ ସହର ।

କରୋନାରେ ପାକିସ୍ତାନଠାରୁ ନ୍ୟୁୟର୍କରେ ଅଧିକ ପାକିସ୍ତାନୀ ମୃତ୍ୟୁବରଣ କରିଛନ୍ତି ସୂଚନା ମିଳିଛି । ନ୍ୟୁୟର୍କରେ ପାକିସ୍ତାନୀଙ୍କ ମୃତ୍ୟୁ ସଂଖ୍ୟା 100ରୁ ଉର୍ଦ୍ଧ୍ବ ରହିଛି । ପାକିସ୍ତାନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 78 ରହିଥିବାବେଳେ ନ୍ୟୁୟର୍କରେ ଏହା ଅଧିକ ରହିଛି । ଆମେରିକାରେ ଗୋଟିଏ ଦିନରେ 2000ରୁ ଉର୍ଦ୍ଧ୍ବ ମୃତ୍ୟୁ ହୋଇଛି । ସେହିପରି 40ଜଣ ଆମେରିକୀ ଭାରତୀୟଙ୍କ ମୃତ୍ୟୁହୋଇଛି ବୋଲି ସୂଚନା ମିଳିଛି ।

coronadeath newyork pakistani
Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026
Latest News

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.