Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଦକ୍ଷିଣ ଏସିଆ ଦେଶଗୁଡିକ ମଧ୍ୟରେ କରୋନା ଯୋଗୁଁ ଅଧିକ ମୃତ୍ୟୁ ହୋଇଛି ଭାରତରେ, ପାକିସ୍ତାନ ରହିଛି ଦ୍ବିତୀୟ ସ୍ଥାନରେ
ଅନ୍ତରାଷ୍ଟ୍ରୀୟ

ଦକ୍ଷିଣ ଏସିଆ ଦେଶଗୁଡିକ ମଧ୍ୟରେ କରୋନା ଯୋଗୁଁ ଅଧିକ ମୃତ୍ୟୁ ହୋଇଛି ଭାରତରେ, ପାକିସ୍ତାନ ରହିଛି ଦ୍ବିତୀୟ ସ୍ଥାନରେ

April 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭୟାନକ କରୋନା ସାରା ବିଶ୍ବରେ ମୃତ୍ୟୁର ତାଣ୍ଡବ ରଚି ଚାଲିଛି। 210ଟି ଦେଶରେ କରୋନା ବ୍ୟାପିଥିବାବେଳେ କରୋନା ଯୋଗୁଁ ବିଶ୍ବରେ ଏପର୍ଯ୍ୟନ୍ତ 18 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ ହେଲେଣି। ସେହିପରି 1 ଲକ୍ଷ 14 ହଜାର ଲୋକଙ୍କର ମୃତ୍ୟୁ ହୋଇଛି। ତେବେ ଦକ୍ଷିଣ ଏସିଆ ଦେଶଗୁଡିକୁ ଲକ୍ଷ୍ୟ କଲେ ସର୍ବାଧିକ ମୃତ୍ୟୁ କେବଳ ଭାରତରେ ହିଁ ହୋଇଛି। ସେହିପରି ଭାରତର ପଡୋଶୀ ଦେଶ ପାକିସ୍ତାନରେ କରୋନା ଜନିତ ମୃତ୍ୟୁରେ ଦ୍ବିତୀୟ ସ୍ଥାନରେ ରହିଛି।

ଭାରତରରେ କରୋନା ସଂକ୍ରମିତଙ୍କ ସଂଖ୍ୟା 9 ହଜାର 152 ରହିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟର  ସୂଚନା ଅନୁସାରେ ଦେଶରେ ଏପର୍ଯ୍ୟନ୍ତ 300ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁହୋଇଛି । ସେହିପରି ପାକିସ୍ତାନରେ ସଂକ୍ରମିତଙ୍କ ସଂଖ୍ୟା 5000ରୁ ଉର୍ଦ୍ଧ୍ବ ରହିଥିବାବେଳେ 93 ଜଣଙ୍କର ମୃତ୍ୟୁ ହୋଇଛି। ଯାହା ଭାରତରକୁ ଅପେକ୍ଷାକୃତ କମ୍‌ ରହିଛି।

ଭାରତ ପାକିସ୍ତାନ ବ୍ୟତୀତ ଆଫଗାନିସ୍ଥାନରେ 607 ଜଣ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେଠାରେ 19 ଜଣଙ୍କର ମୃତ୍ୟୁ ହୋଇଛି। ଏହାପରେ ଶ୍ରୀଲଙ୍କାରେ ଏପର୍ଯ୍ୟନ୍ତ 210ଟି ମାମଲା ସାମ୍ନାକୁ ଆସିଥିବାବେଳେ 7ଜଣଙ୍କର ମୃତ୍ୟୁ ହୋଇଛି।

ଦକ୍ଷିଣ ଏସିଆର ଅନ୍ୟତମ ଦେଶ ଅର୍ଥାତ୍‌ ଭାରତର ପଡେଶୀ ଦେଶ ନେପାଳରେ 13 ଜଣ କରୋନା ସଂକ୍ରମିତ ରହିଥିବାବେଳେ ଭୂଟାନରେ ରହିଛନ୍ତି ପାଞ୍ଚଜଣ ଓ ମାଲଦୀପରେ ମାତ୍ର ଦୁଇଜଣ କରୋନା ସଂକ୍ରମିତ ରହିଛନ୍ତି। ଏହି ତିନୋଟି ଦେଶରେ ଏପର୍ଯ୍ୟନ୍ତ କରୋନା ଜନିତ କୌଣସି ମୃତ୍ୟୁ ହୋଇନାହିଁ।  (ଏସିଆ)

corona india pakistan
Share. Facebook Twitter LinkedIn Email WhatsApp Copy Link

Related Posts

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Latest News

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.