Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନ ଅପଡେଟ୍‌ : ଆକ୍ରାନ୍ତଙ୍କ ସଂଖ୍ୟା 19 ଲକ୍ଷ ଟପିଲା, ଫ୍ରାନ୍ସରେ ମେ 11 ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଅବଧି ବଢିଲା
ଅନ୍ତରାଷ୍ଟ୍ରୀୟ

କରୋନ ଅପଡେଟ୍‌ : ଆକ୍ରାନ୍ତଙ୍କ ସଂଖ୍ୟା 19 ଲକ୍ଷ ଟପିଲା, ଫ୍ରାନ୍ସରେ ମେ 11 ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଅବଧି ବଢିଲା

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଶ୍ବର 210ଟି ଦେଶରେ କାୟା ବିସ୍ତାର କରି ଚିନ୍ତା ବଢାଇଛି କରୋନା । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 19 ଲକ୍ଷ ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 1ଲକ୍ଷ 19 ହଜାର 691ରେ ପହଞ୍ଚିଛି । ଚୀନ୍‌ରୁ ସହରରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ଆମେରିକାରେ ପ୍ରବଳ ମାତ୍ରାରେ ବ୍ୟାପି ଚାଲିଛି । ଆମେରିକାରେ ସର୍ବାଧିକ ମୃତ୍ୟୁ 23,640ରେ ପହଞ୍ଚିଥିବାବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା 5 ଲକ୍ଷ 86 ହଜାର 941ରେ ପହଞ୍ଚିଛି । ସେହିପରି ଇଟାଲୀ, ଫ୍ରାନ୍ସ, ୟୁକେ, ଜର୍ମାନୀ, ଇରାନ୍‌, ସ୍ପେନ୍‌ ଆଦି ରାଷ୍ଟ୍ରଗୁଡିକର ମଧ୍ୟ କରୋନା ଯୋଗୁଁ ସ୍ଥିତି ସଙ୍ଗୀନ୍‌ ହୋଇପଡିଛି । କରୋନା ଯୋଗୁଁ ଫ୍ରାନ୍ସରେ ଲକ୍‌ ଡାଉନର ଅବଧିକୁ ମେ 11 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ କହିଛନ୍ତି ।

କରେନା ଅପଡେଟ୍‌ :

 

coronaupdate france
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.