Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଗତ 24 ଘଣ୍ଟାରେ ଆମେରିକାରେ ରେକର୍ଡ ସଂଖ୍ୟକ ମୃତ୍ୟୁ, ଆକ୍ରାନ୍ତଙ୍କ ସଂଖ୍ୟା 6 ଲକ୍ଷ ପାର୍‌
ଅନ୍ତରାଷ୍ଟ୍ରୀୟ

ଗତ 24 ଘଣ୍ଟାରେ ଆମେରିକାରେ ରେକର୍ଡ ସଂଖ୍ୟକ ମୃତ୍ୟୁ, ଆକ୍ରାନ୍ତଙ୍କ ସଂଖ୍ୟା 6 ଲକ୍ଷ ପାର୍‌

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନ୍‌ ସହରରରୁ ଆରମ୍ଭ ହୋଇଥିବା ଭୟାନକ କରୋନା ଏବେ ବିଶ୍ବର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକାରେ ମୃତ୍ୟୁର ତାଣ୍ଡବ ରଚି ଚାଲିଛି । ଆମେରିକାରେ ଗତ 24 ଘଣ୍ଟା ମଧ୍ୟରେ ଦୁଇ ହଜାର 224 ଜଣଙ୍କର ମୃତ୍ୟୁ ହୋଇଛି, ଯାହା ଏକ ଦିନରେ ସବୁଠାରୁ ଅଧିକ ମୃତ୍ୟୁ ହୋଇଛି ରେକର୍ଡ ହୋଇଛି । ଆମେରିକାରେ କରୋନା ସଂକ୍ରମିତ ମାମଲା ମଧ୍ୟ ବଢିବାରେ ଲାଗିଛି ।

ମିଳିଥିବା ସୂଚନା ଅନୁସାରେ ଆମେରିକାରେ ଏହି ସଂକ୍ରମଣ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା 6ଲକ୍ଷ13 ହଜାର 886ଟି ମାମଲା ସାମ୍ନାକୁ ଆସିଛି । ଏଥିରୁ 5 ଲକ୍ଷ49 ହଜାର 19ଜଣ ଆକ୍ଟିଭ୍‌ ରହିଛନ୍ତି । ସେହିପରି 13 ହଜାର 473ଜଣ ଗମ୍ଭୀର ରୂପରେ ବେମାର ଅଛନ୍ତି । ଦେଶରେ ଏପର୍ଯ୍ୟନ୍ତ 26 ହଜାର 47ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି 38 ହଜାର 820ଜଣ ସୁସ୍ଥ ହୋଇଛନ୍ତି ।

ଦେଶରେ ସର୍ବାଧିକ କରୋନା ଜନିତ ମାମଲା ନ୍ୟୁୟର୍କ ସହରରୁ ହିଁ ଆସିଛି । ନ୍ୟୁୟର୍କରେ କେବଳ 10 ହଜାରରୁ ଉର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ସେହିପରି ଏହି ସହରରେ ସବୁଠାରୁ ଅଧିକ ଆକ୍ରାନ୍ତ ରହିଛନ୍ତି । ଏଠାରେ 2 ଲକ୍ଷ 3 ହଜାର 123 ଜଣ ଆକ୍ରାନ୍ତ ରହିଛନ୍ତି।

ସେହିପରି ବିଶ୍ବ ସ୍ତରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 20 ଲକ୍ଷରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 1 ଲକ୍ଷ 26 ହଜାର 604 ରହିଛି । ଆମେରିକା 1 ଲକ୍ଷ 74 ହଜାର ସଂକ୍ରମିତ ମାମଲା ସହ ସ୍ପେନ୍‌ ଦ୍ବିତୀୟ ସ୍ଥାନରେ ରହିଛି । ସେହିପରି ମୃତକଙ୍କ ମଧ୍ୟରେ ଇଟାଲୀ ଦ୍ବିତୀୟ ସ୍ଥାନରେ ରହିଛି । ଇଟାଲୀରେ ଏପର୍ଯ୍ୟନ୍ତ 21 ହଜାର 67 ଜଣଙ୍କ ମୃତ୍ୟୁ ହୋଇଛି । ସ୍ପେନ୍‌ରେ 18 ହଜାର 255ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

america corona death
Share. Facebook Twitter LinkedIn Email WhatsApp Copy Link

Related Posts

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026
Latest News

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.