Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନକୁ ଫଣ୍ଡିଂ ବନ୍ଦ କରିବା ନେଇ ଟ୍ରମ୍ପଙ୍କ ସୂଚନା
ଅନ୍ତରାଷ୍ଟ୍ରୀୟ

ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନକୁ ଫଣ୍ଡିଂ ବନ୍ଦ କରିବା ନେଇ ଟ୍ରମ୍ପଙ୍କ ସୂଚନା

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Donald Trump
ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

ନ୍ୟୁୟର୍କ : ସମଗ୍ର ବିଶ୍ବରେ ତଥା ଆମେରିକାରେ କରୋନାର ତାଣ୍ଡବ ପାଇଁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନକୁ ଦାୟୀ କରିଛି ଆମେରିକା । ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନକୁ ଦାୟୀ କରିବା ସହିତ ଆଗାମୀ ଦିନରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନକୁ ଫଣ୍ଡିଂ ବନ୍ଦ କରିବା ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚନା ଦେଇଛନ୍ତି । ଚୀନ୍‌ରେ କରୋନା ଭାଇରସ୍‌ ବ୍ୟକାପିବା ସମୟରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ କୌଣସି ଠୋସ୍‌ ପଦକ୍ଷେପ ଗ୍ରହଣ କରାଯାଇନଥିଲା ।ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଅପାରଗତା କାରଣରୁ କରୋନା ଏକ ବିଶ୍ବ ସଙ୍କଟର ରୂପ ନେଇଥିଲା । ତେଣୁ ଆସନ୍ତା ବର୍ଷ ଠାରୁ ଆମେରିକା ଏହାର ଫଣ୍ଡି ବନ୍ଦ କରିବାର ନିଷ୍ପତ୍ତି ନେଇଛି ବୋଲି ଟ୍ରମ୍ପ ମତ ଦେଇଥିଲେ । ଟ୍ରମ୍ପଙ୍କ ଏହି ମତ ପରେ ମିଳିତ ଜାତିସଙ୍ଘ ସାଧାରଣ ସମ୍ପାଦକ ଆଣ୍ଟୋନିଓ ଗଟେରସ୍‌ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଏପରି ସଙ୍କଟ ସମୟରେ ସମଗ୍ର ବିଶ୍ବ ଏକତ୍ରିତ ହୋଇ କାମ କରିବା ଉଚିତ୍‌ ବୋଲି ଗଟେରସ୍‌ ପ୍ରକାଶ କରିଛନ୍ତି । (ଏଜେନ୍ସି)

america covid19 trump who
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.