Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆମେରିକାରେ ରେକର୍ଡ ଭାଙ୍ଗୁଛି କରୋନା ଜନିତ ମୃତ୍ୟୁ, ଗତ 24 ଘଣ୍ଟାରେ 2400ରୁ ଅଧିକଙ୍କ ଜୀବନ ଗଲା
ଅନ୍ତରାଷ୍ଟ୍ରୀୟ

ଆମେରିକାରେ ରେକର୍ଡ ଭାଙ୍ଗୁଛି କରୋନା ଜନିତ ମୃତ୍ୟୁ, ଗତ 24 ଘଣ୍ଟାରେ 2400ରୁ ଅଧିକଙ୍କ ଜୀବନ ଗଲା

April 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନରୁ ସୃଷ୍ଟି ହୋଇଥିବା ଏହି କରୋନା ଭାଇରସ ସମଗ୍ର ବିଶ୍ୱକୁ କବଳିତ କରିଛି। ଆମେରିକା ଭଳି ଶକ୍ତିଶାଳୀ ରାଷ୍ଟ୍ର ଆଜି ଏହି ଭାଇରସ ପାଇଁ ଭୀତତ୍ରସ୍ତ । ଗତ ଚବିଶ ଘଣ୍ଟାରେ ଆମେରିକାରେ ପ୍ରାୟ 2500 ଲୋକ ମୃତ୍ୟୁବରଣ କରିଥିବାର ଜଣାପଡିଛି । ଦେଶରେ ମୃତ୍ୟୁସଂଖ୍ୟା  28 ହଜାର 529ରେ ପହଞ୍ଚିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା 6,44,089 ଛୁଇଁଛି । କରୋନା ଯୋଗୁ ଆମେରିକାର ନ୍ୟୁୟର୍କ ସିଟି ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ 786 ଜଣ ପ୍ରାଣ ହରାଇଛନ୍ତି।  ନ୍ୟୁୟର୍କ ପରେ ନ୍ୟୁର୍ଜସି, ମିଚଗାନ୍‌, କାଲିଫର୍ଣ୍ଣିଆ, ଫ୍ଲୋରିଡା, ଲୋଉସିଆନ୍‌, ଟେକ୍ସାସ, ଜର୍ଜିଆ, ଓ୍ବାଶିଂଟନ୍‌ ଓ ଇଣ୍ଡିଆନା ଭଳି ସ୍ଥାନରେ ମଧ୍ୟ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି ।

ସେହିପରି ସାରା ବିଶ୍ବରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ 34 ହଜାର 615ରେ ପହଞ୍ଚିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା 2,083,304 ରହିଛି । ସେହିପରି ସୁସ୍ଥ ହୋଇଛନ୍ତି 510,341 ଜଣ ।

ବିଶ୍ବର ଅନ୍ୟ ରାଷ୍ଟ୍ରରେ କିପରି ରହିଛି କରୋନା ସ୍ଥିତି :

coronaupdate
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

September 6, 2026

ରୁଷ-ୟୁକ୍ରେନ ଯୁଦ୍ଧ: ପୁତିନଙ୍କ ୭୨ ଘଣ୍ଟିଆ ଅସ୍ତ୍ରବିରତି ଘୋଷଣା

September 6, 2026

ମହିଳା ଏସିଆ କପ୍: ପାକିସ୍ତାନୀ ଅଧିନାୟିକାଙ୍କ ସହ ହାତ ମିଶାଇଲେ ନାହିଁ ହରମନପ୍ରୀତ

September 6, 2026

ଭୁବନେଶ୍ୱରରେ ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ପୁରସ୍କୃତ ହେଲେ ଶ୍ରେଷ୍ଠ ସିନେମା ଓ କଳାକାର

September 6, 2026
Latest News

ତ୍ୱଚାରୁ ଚମକ ହଜିଯାଇଛି କି? ଘରେ ତିଆରି କରନ୍ତୁ କାକୁଡ଼ି ଫେସ୍ ମିଷ୍ଟ

September 6, 2026

ସେପ୍ଟେମ୍ବର ୭ ରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ ଗୃହମନ୍ତ୍ରୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ଐତିହାସିକ ବାଲିଯାତ୍ରା-୨୦୨୬ ପ୍ରସ୍ତୁତି: ‘ପ୍ଲାଷ୍ଟିକ୍ ମୁକ୍ତ ଗ୍ରୀନ୍ ବାଲିଯାତ୍ରା’ ଆୟୋଜନ ଉପରେ ଗୁରୁତ୍ୱ

September 6, 2026

ଫ୍ଲାଟ୍ ଦେବା ନାଁରେ ୧୫ କୋଟି ଟଙ୍କାର ଠକେଇ: ରିଏଲ ଏଷ୍ଟେଟ୍ କମ୍ପାନୀର ପୂର୍ବତନ ନିର୍ଦ୍ଦେଶକ ଗିରଫ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.