Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା କାୟା : ନ୍ୟୁୟର୍କରେ ବଢିଲା ଲକ୍‌ଡାଉନ୍‌ର ଅବଧି
ଅନ୍ତରାଷ୍ଟ୍ରୀୟ

କରୋନା କାୟା : ନ୍ୟୁୟର୍କରେ ବଢିଲା ଲକ୍‌ଡାଉନ୍‌ର ଅବଧି

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନ୍ୟୁୟର୍କ : ସାରା ଦେଶରେ କରୋନା କାୟା । ବିଶ୍ବର ବହୁ ଶକ୍ତିଶାଳୀ ରାଷ୍ଟ୍ର ଆଜି କରୋନା ମାଡରେ ଧରାଶାୟୀ ହେବାକୁ ଲାଗିଲେଣି । କରୋନାର ଭୟାବହତାରୁ ରକ୍ଷା ପାଇଁ ଅନେକ ରାଷ୍ଟ୍ର ଲକ୍ ଡାଉନ୍‌କୁ ମାନି ନେଇଛନ୍ତି ।  ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହେଉଥିବା ଆମେରିକା ଗତକାଲି ନ୍ୟୁୟର୍କଠାରେ ଆସନ୍ତା ମେ 15 ପର୍ଯ୍ୟନ୍ତ ଲକଡାଉନ୍‌ବକୁ ବଢାଇଦେଇଛି । ଏନେଇ ନ୍ୟୁୟର୍କର ଗଭର୍ନର୍‌ ସୂଚନା ଦେଇଛନ୍ତି । ପୂର୍ବରୁ ଏଠାରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଥିଲା । ଆମେରିକାର ନ୍ୟୁୟର୍କ ସହର ଏବେ କରୋନା ଭାଇରସର କେନ୍ଦ୍ରସ୍ଥଳ ପାଲଟିଛି ।

ଆମେରିକା ବ୍ୟତୀତ ବ୍ରିଟେନ୍‌ ମଧ୍ୟ ଦେଶରେ ଲକ୍‌ଡାଉନର ଅବଧିକୁ 3 ସପ୍ତାହ ପାଇଁ ବୃଦ୍ଧି କରାଇଛି । ବିଟ୍ରେନ୍‌ର ବିଦେଶ ସଚିବ ଡମିନିକ୍‌ ରାଓ୍ବ ଡାଉନିଂ ଷ୍ଟ୍ରିଟ୍‌ ଠାରେ ଏ ସମ୍ପର୍କରେ ଘୋଷଣା କରିଛନ୍ତି । ତେବେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାରେ ସଂକ୍ରମିତ ହୋଇଥିଲେ । ସେ ଏବେ ସୁସ୍ଥ ରହିଥିବାବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ଘରେ ଆରାମ କରୁଛନ୍ତି । ଏହି ସମୟରେ ବିଦେଶ ସଚିବ କରୋନା ସହ ଦୃଢ ମୁକାବିଲା ପାଇଁ ଲକ୍‌ ଡାଉନର ଅବଧିକୁ ବୃଦ୍ଧି କରାଇଛନ୍ତି । (ଏଜେନ୍ସି)

Lockdown newyork
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ସମ୍ ହସ୍ପିଟାଲ ପକ୍ଷରୁ କଲ୍‌ସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 11, 2026

ସ୍ୱିଜରଲ୍ୟାଣ୍ଡରେ ମର୍ମନ୍ତୁଦ ପର୍ଯ୍ୟଟକ ବସ୍ ଦୁର୍ଘଟଣା: ୫ ମୃତ

September 11, 2026
Latest News

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.