Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଅପଡେଟ୍‌ : ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ, ମୃତକଙ୍କ ସଂଖ୍ୟା ଏକ ଲକ୍ଷ 60 ହଜାର ଟପିଲା
ଅନ୍ତରାଷ୍ଟ୍ରୀୟ

କରୋନା ଅପଡେଟ୍‌ : ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ, ମୃତକଙ୍କ ସଂଖ୍ୟା ଏକ ଲକ୍ଷ 60 ହଜାର ଟପିଲା

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :ଗତ ଡିସେସମ୍ବର ମାସରୁ ଚୀନରୁ ଆରମ୍ଭ ହୋଇଥିବା କରୋନା ଏବେ ସାରା ବିଶ୍ବରେ ଏହି ମହାମାରୀ କରୋନା ଆଜି ବିଶ୍ବର 210ଟି ଦେଶରେ ମୃତ୍ୟୁର ତାଣ୍ଡବ ରଚୁଥିବାବେଳେ ସାରା ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ଏହି ଭୟାନକ ଭାଇରସରେ ସଂକ୍ରମିତ ହୋଇଛନ୍ତି । ସେହିପରି ଏକ ଲକ୍ଷ 60 ହଜାରରୁ 757 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 5 ଲକ୍ଷ 96 ହଜାରୁ 687ଜଣ ସୁସ୍ଥ ହୋଇଛନ୍ତି ।

ଏହି ମହାମାରୀ ଯୋଗୁଁ ଆମେରିକା ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛି । ଆମେରିକାରେ ଏହା ପ୍ରବଳ ଭାବରେ ବ୍ୟାପୁଛି । ଆମେରିକାର ନ୍ୟୁୟର୍କ ଏବେ ଏହାର କେନ୍ଦ୍ରସ୍ଥଳ ପାଲଟି ଯାଇଛି । ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା 738,830 ରହିଥିବାବେଳେ 39,014ଜଣଙ୍କର ମତ୍ୟୁ ହୋଇଛି । ସେହିପରି ସୁସ୍ଥ ହୋଇଛନ୍ତି 68,285ଜଣ । ଆମେରିକା ପଛକୁ ରହିଛି ଇଟାଲୀ । ଇଟାଲୀରେ 23,227ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 1,75,925ଟି ମାମଲା ସାମ୍ନାକୁ ଆସିଛି । ସେହିପରି ସ୍ପେନ୍‌ରେ 20,639ଙ୍କର ମୃତ୍ୟୁ ହୋଇଥିବାବେଳେ ଫ୍ରାନ୍ସରେ 19,323ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ବ୍ରିବେଟ୍‌ନ୍‌ରେ 15 ହଜାରୁର ଅଧିକ ଲୋକେ ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି । କରୋନା ଭାଇରସ୍‌ ଯୋଗୁଁ ୟୁରୋପରେ ମୃତକଙ୍କ ସଂଖ୍ୟା ଏକ ଲକ୍ଷ ପାର୍‌ କରିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025
Latest News

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.