Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅଗଷ୍ଟ ସୁଦ୍ଧା ବିକଶିତ ହେବ କରୋନା ଟୀକା !
ଅନ୍ତରାଷ୍ଟ୍ରୀୟ

ଅଗଷ୍ଟ ସୁଦ୍ଧା ବିକଶିତ ହେବ କରୋନା ଟୀକା !

April 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଣ୍ଡନ : ବିଶ୍ବବାସୀଙ୍କ ପାଇଁ ଖୁସି ଖବର । ବିଶ୍ବରେ ମହାମାରୀ ଭାବରେ ବ୍ୟାପୁଥିବା କରୋନାର ଟୀକା ଆସନ୍ତା ଅଗଷ୍ଟ ମାସ ସୁଦ୍ଧା ବିକଶିତ ହେବାକୁ ଯାଉଛି । ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟର କିଛି ପ୍ରଫେସର ଏହା ଉପରେ କାର୍ଯ୍ୟ କରୁଛନ୍ତି । ଜନୈକ ପ୍ରଫେସର ସୂଚନା ଦେଇ କହିଛନ୍ତି ଟୀକା ବର୍ତ୍ତମାନ ବିକାଶ ହୋଇ ସାରିଛି । ମଣିଷ ଉପରେ ଏହି ଟୀକାର ପରୀକ୍ଷଣ ଜାରି କରିବାର ଯୋଜନା କରାଯାଉଛି । ପରୀକ୍ଷଣ ପରେ ଏହାର ପାର୍ଶ୍ବ ପ୍ରତିକ୍ରିୟା ଦେଖିବା ପରେ ଏହି ଟୀକାକୁ ବ୍ୟବହାର ପାଇଁ ଆବେଦନ କରାଯିବ । ଆସନ୍ତ ଅଗଷ୍ଟ ମାସ ସୁଦ୍ଧା ଏହି ଟୀକା ବ୍ୟବହାର ଉପଯୋଗୀ ହୋଇଯିବ ଏବଂ ଏହି ଭାଇରସ୍‌ ପ୍ରଭାବରୁ ମାନବ ସମାଜ ଆରୋଗ୍ୟ ହୋଇ ପାରିବ । ପ୍ରାୟ 70ଟି ଟୀକା ବିକଶିତ କରାଯାଇଥିବା ବେଳେ ତନ୍ମଧ୍ୟରୁ ମାତ୍ର 3ଟି ଟୀକା ବର୍ତ୍ତମାନ ପରୀକ୍ଷଣ ପାଇଁ ବ୍ୟବହୃତ ହେଉଛି । ଉଲ୍ଲେଖଯୋଗ୍ୟ ଯେ, ଏହି ଭାଇରସ୍‌ ପ୍ରଭାବରେ ବିଶ୍ବରେ 20 ଲକ୍ଷରୁ ଅଧିକ ଆକ୍ରାନ୍ତ ହୋଇଥିବା ବେଳେ 1 ଲକ୍ଷ 64 ହଜାର 16 ଜଣଙ୍କର ମୃତ୍ୟୁ ଘଟିଛି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ଆଜି ମାର୍ଚ୍ଚ ୨୦ ତାରିଖ ଶୁକ୍ରବାର ଖୋଲିବ ଏହି ରାଶିଗୁଡିକର ଭାଗ୍ୟ

March 20, 2026
Latest News

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.