Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପନ୍ଦର ଦିନ ପାଇଁ ଲକ୍‌ ଡାଉନ୍‌ର ଅବଧିକୁ ବଢାଇଲା ପାକିସ୍ତାନ
ଅନ୍ତରାଷ୍ଟ୍ରୀୟ

ପନ୍ଦର ଦିନ ପାଇଁ ଲକ୍‌ ଡାଉନ୍‌ର ଅବଧିକୁ ବଢାଇଲା ପାକିସ୍ତାନ

April 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନ :  ଚୀନ୍‌ର ବୁହାନ ସହରରୁ ଆରମ୍ଭ ହୋଇଥିବା ଭୟାନକ କରୋନା ଭାରତ, ପାକିସ୍ତାନ ସମେତ ସାରା ଦୁନିଆରେ ପ୍ରଭାବ ବିସ୍ତାର କରିଛି । କରୋନା ଯୋଗୁଁ ପାକିସ୍ତାନରେ ସ୍ଥିତି ମଧ୍ୟ ବେଶ୍‌ ଜଟିଳ ରହିଛି । ପାକିସ୍ତାନରେ ସଂକ୍ରମିତଙ୍କ ସଂଖ୍ୟା 11 ହଜାର 510ଜଣ ରହିଥିବାବେଳେ ମୃତକଙ୍କ ସଂଖ୍ୟା 240ରୁ ଉର୍ଦ୍ଧ୍ବ ରହିଛି ।

ଭାରତ ପରି ପାକିସ୍ତାନରେ ମଧ୍ୟ କରୋନା ସହ ଲଢେଇ ପାଇଁ ଲକ୍‌ ଡାଉନ୍‌ ଜାରି କରାଯାଇଛି । ତେବେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ସ୍ଥିତିକୁ ଦେଖି ଇମ୍ରାନ ଖାନ୍‌ ଦେଶରେ ଲକ୍‌ ଡାଉନ୍‌କୁ 15 ଦିନ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି । ପାକିସ୍ତାନର ପ୍ଲାନିଂ ମିନିଷ୍ଟର୍‌ ଅସଦ୍‌ ଅମର୍‌ ଲକ୍ ଡାଉନ୍‌ ଅବଧିର ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏବେ ପାକିସ୍ତାନରେ ମଇ 9 ପର୍ଯ୍ୟନ୍ତ ଲକ୍ ଡାଉନ୍‌ ଜାରି ରହିବ।

ମନ୍ତ୍ରୀ ଅସଦ୍‌ କହିଛନ୍ତି ଯେ, ସରକାର ବିଚାର ବିମର୍ଶ କରି ଦେଶବ୍ୟାପୀ ଲକ୍ ଡାଉନ୍‌ର ଅବଧିକୁ ବୃଦ୍ଧି କରିବା ନେଇ ନିଷ୍ପତ୍ତି କରିଛନ୍ତି । ଦେଶରେ ସ୍ଥାନୀୟ ସ୍ତରରେ ସଂକ୍ରମଣ ବଢୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ କେବଳ ବିଦେଶ ଯାତ୍ରା କାରଣରୁ ସଂକ୍ରମଣ ହେଉଥିବାବେଳେ ସ୍ଥାନୀୟ ସଂକ୍ରମଣ ମାତ୍ର 21 ପ୍ରତିଶତ ଥିଲା । ମାତ୍ର ଏବେ ଏହା 79 ପ୍ରତିଶତରେ ପହଞ୍ଚିଛି ।

ସେହିପରି ସାରା ବିଶ୍ବରେ କରୋନା ଜନିତ ସଂକ୍ରମଣ ମାମଲା 27 ଲକ୍ଷ ଡେଇଁଥିବାବେଳେ ମୃତ୍ୟୁ ସଂଖ୍ୟା 1 ଲକ୍ଷ 92 ହଜାର ପାର କରିଛି । (ଏଜେନ୍ସି)

lockdownextension pakisthan
Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026
Latest News

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.