Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଚାଲିଛି ଗୁଜବ: ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନ୍‌ଙ୍କର ପରଲୋକ
ଅନ୍ତରାଷ୍ଟ୍ରୀୟ

ଚାଲିଛି ଗୁଜବ: ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନ୍‌ଙ୍କର ପରଲୋକ

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Earth News LIVE Earth globe americas Earth globe europe-africa Earth globe asia-australia @EarthNewsLIVE Kim Jong-un dead' – multiple sources claim North Korean dictator died Saturday night.

ସିଓଲୋ: ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନ୍‌ଙ୍କର ପରଲୋକ ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଲି ନାହିଁ। ହେଲେ ତାଙ୍କର ଗତକାଲି ରାତିରୁ ପରଲୋକ ହୋଇଯାଇଛି ବୋଲି କେତେକ ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଛି। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। କେତେକ ତାଙ୍କର ଡାକ୍ତରଖାନାରେ ଥିବା ଫଟୋକୁ ସେୟାର କରିବାରେ ଲାଗିଛନ୍ତି। ହେଲେ ଏ ସଂପର୍କରେ କୌଣସି ସ୍ପଷ୍ଟ ଖବର ମିଳି ନ ଥିବାର ଜଣାପଡିଛି।

ହେଲେ ନିର୍ଭରଯୋଗ୍ୟ ସୂଚନା ଅନୁସାରେ କିମ୍ ଜଙ୍ଗ ଏକ ଅପରେସନ ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହେଲେ ସେଠାରେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରେ ଲାଗିଛି। ଏପରି ପରିସ୍ଥିତି ଦେଖି ଚାଇନ ତରଫରୁ ଏକ ମେଡିକାଲ ଟିମ ପଠାଯାଇଛି ବୋଲି କୁହାଗଲା। ଏହି ମେଡିକାଲ ଟିମ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ତଦାରଖ କରିବେ ବୋଲି ଜଣାପଡିଛି। ହେଲେ ଏ ନେଇ ଉତ୍ତର କୋରିଆ ତରଫରୁ କୌଣସି ସ୍ପଷ୍ଟିକରଣ ଦିଆଯାଇ ନାହିଁ।

North Korea
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.