Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 2 ଲକ୍ଷ 6 ହଜାର 986କୁ ବୃଦ୍ଧି
ଅନ୍ତରାଷ୍ଟ୍ରୀୟ

ବିଶ୍ବରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 2 ଲକ୍ଷ 6 ହଜାର 986କୁ ବୃଦ୍ଧି

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦୁନିଆରେ କରୋନା ଭାଇରସ୍‌ ମୃତ୍ୟୁର ତାଣ୍ଡବ ରଚି ଚାଲିଛି । ସାରା ବିଶ୍ବରେ ମୃତ୍ୟୁସଂଖ୍ୟା 2 ଲକ୍ଷ 6ହଜାର ପାର୍‌ କରିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା 29,94,731ରେ ପହଞ୍ଚିଛି ।  ଗତ 24 ଘଣ୍ଟା ମଧ୍ୟରେ 73,859ଟି ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ମୃତ୍ୟୁ ସଂଖ୍ୟା 3,751ରେ ବୃଦ୍ଧି ହୋଇଛି । ବିଶ୍ବର 210ଟି ଦେଶକୁ ସଂକ୍ରମିତ ହୋଇଛି । ସେହିପରି 878,701ଜଣସଂକ୍ରମଣ ମୁକ୍ତ ହୋଇଛନ୍ତି ।

ଏହି ମହାମାରୀ କରୋନା ଯୋଗୁଁ ବିଶ୍ବର ଶକ୍ତିଶାଳୀ ଦେଶଗୁଡିକର ସ୍ଥିତି ବିପନ୍ନ ହୋଇପଡିଛି। ଆମେରିକା ସ୍ଥିତି ଅସମ୍ଭାଳ ହୋଇ ପଡିଛି । ମୃତ୍ୟୁ ସଂଖ୍ୟା 55 ହଜାର 413ରେ ପହଞ୍ଚିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା 987,160ରେ ପହଞ୍ଚିଛି । ସେହିପରି ସ୍ପେନ୍‌ରେ ସଂକ୍ରମିତଙ୍କ ସଂଖ୍ୟା 2,26,629ରେ ପହଞ୍ଚିବାବେଳେ ମୃତ୍ୟୁ ସଂଖ୍ୟା 23,190ରେ ପହଞ୍ଚିଛି । ଇଟାଲୀରେ ସଂକ୍ରମିତଙ୍କ ସଂଖ୍ୟା 1ଲକ୍ଷ 97 ହଜାର 675 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 26,644ରେ ପହଞ୍ଚିଛି । ସେହିପରି ଫ୍ରାନ୍ସରେ ସଂକ୍ରମିତଙ୍କ ସଂଖ୍ୟା 1,62,100 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 22 ହଜାର 856 ଜଣ ରହିଛନ୍ତି । ସେହିପରି ବ୍ରିଟେନ୍‌ରେ ଏକ ଲକ୍ଷ 52 ହଜାର 840 ଜଣ ସଂକ୍ରମିତ ହୋଇଥିବାବେଳେ 20 ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Latest News

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.