Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋଭିଡ ମୁକାବିଲା ପାଇଁ ସାହାଯ୍ୟ କରିବାକୁ ଇଣ୍ଟୋନେସିଆ ରାଷ୍ଟ୍ରପତିଙ୍କୁ ମୋଦିଙ୍କ ପ୍ରତିଶୃତି
ଅନ୍ତରାଷ୍ଟ୍ରୀୟ

କୋଭିଡ ମୁକାବିଲା ପାଇଁ ସାହାଯ୍ୟ କରିବାକୁ ଇଣ୍ଟୋନେସିଆ ରାଷ୍ଟ୍ରପତିଙ୍କୁ ମୋଦିଙ୍କ ପ୍ରତିଶୃତି

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Modi speaks to Indonesian PM Joko Widodo. -Discusses COVID-19

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତଳାପ କରିଛନ୍ତି। ଉଭୟ ନେତା କୋଭିଡ-19 ମହାମାରୀର ସଂକ୍ରମଣ ବିଷୟରେ ଆଲୋଚନା କରିଥିଲେ। ଇଣ୍ଡୋନେସିଆକୁ ମେଡିକାଲ ସାମଗ୍ରୀ ଯୋଗାଇ ଦେଇଥିବାରୁ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଇଣ୍ଡୋନେସିଆକୁ ଔଷଧ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାଲାଗି ଭାରତ ସମସ୍ତ ପ୍ରଚେଷ୍ଟା କରିବ ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ପ୍ରଦାନ କରିଥିଲେ। ଉଭୟ ଦେଶରେ ନାଗରିକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଦୁଇ ନେତା ବିସ୍ତୃତ ଭାବେ ଆଲୋଚନା କରିଥିଲେ ଏବଂ ଉଭୟ ଦେଶର ଟିମ ବରାବର ଯୋଗାଯୋଗରେ ରହି ଏହି ପରିସ୍ଥିତିର ମୁକାବିଲା କରିବେ ବୋଲି ସହମତ ହୋଇଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଇଣ୍ଡୋନେସିଆ ହେଉଛି ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ସହଯୋଗୀ ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗରେ ବୃଦ୍ଧି କୋଭିଡ-19 ବୈଶ୍ୱିକ ମହାମାରୀର ମୁକାବିଲା କରିବାରେ ସହାୟକ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ପବିତ୍ର ରମଜାନ ମାସ ଉପଲକ୍ଷେ ଇଣ୍ଡୋନେସିଆର ରାଷ୍ଟ୍ରପତି ଓ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

Indonesia
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.