Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସାମ୍ବାଦିକ ମାନେ ପୁଲିତ୍‌ଜର ପୁରସ୍କାରକୁ ପ୍ରତ୍ୟାବର୍ତ୍ତନ କରିବା ଉଚିତ୍‌ : ଟ୍ରମ୍ପ
ଅନ୍ତରାଷ୍ଟ୍ରୀୟ

ସାମ୍ବାଦିକ ମାନେ ପୁଲିତ୍‌ଜର ପୁରସ୍କାରକୁ ପ୍ରତ୍ୟାବର୍ତ୍ତନ କରିବା ଉଚିତ୍‌ : ଟ୍ରମ୍ପ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Donald Trump
ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

ନ୍ୟୁୟର୍କ : ସାମ୍ବାଦିକ ମାନେ ପୁଲିତଜର ପୁରସ୍କାର ଫେରାଇବା ଉଚିତ୍‌ ବୋଲି ମନ୍ତବ୍ୟ ଦେଇଛନ୍ତି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଋଷ ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାର ସର୍ବଦା ମିଥ୍ୟା ଖବର ପ୍ରକାଶନ ପାଇଁ ପ୍ରଦାନ କରାଯାଇଥାଏ ତେଣୁ ଏହି ପୁରସ୍କାରକୁ ସମସ୍ତେ ପ୍ରତ୍ୟାବର୍ତ୍ତନ କରିବା ଉଚିତ୍‌ ବୋଲି ଟ୍ରମ୍ପ ମତ ଦେଇଛନ୍ତି । ସାମ୍ବାଦିକତା ପାଇଁ ପ୍ରଦତ୍ତ ଏହି ସର୍ବୋଚ୍ଚ ସମ୍ମାନ ନିଜର ନିଜସ୍ବତା ହରାଇ ସାରିଛି ତେଣୁ ଏହି ପୁରସ୍କାରକୁ ଫେରାଇବା ଉଚିତ୍‌ ବୋଲି ହ୍ବାଇଟ୍‌ହାଉସ୍‌ରେ ଏକ ପ୍ରେସ୍‌ମିଟ୍‌ରେ ମତ ଦେଇଛନ୍ତି ଟ୍ରମ୍ପ । ମିଥ୍ୟା ଖବର ପାଇଁ ଏଭଳି ପୁରସ୍କାର ପ୍ରଦାନ କରୁଥିବାରୁ ପୁଲିତ୍‌ଜର କମିଟିକୁ ମଧ୍ୟ ବରଖାସ୍ତ କରାଯିବା ଉଚିତ୍‌ ବୋଲି ଟ୍ରମ୍ପ ମତ ଦେଇଛନ୍ତି । (ଏଜେନ୍ସି)

trump
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.