Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»2 ଲକ୍ଷ 60 ହଜାର ଛୁଇଁଲା ବିଶ୍ବ ବ୍ୟାପୀ କରୋନା ମୃତକଙ୍କ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

2 ଲକ୍ଷ 60 ହଜାର ଛୁଇଁଲା ବିଶ୍ବ ବ୍ୟାପୀ କରୋନା ମୃତକଙ୍କ ସଂଖ୍ୟା

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସମଗ୍ର ବିଶ୍ବ କରୋନା ଦ୍ବାରା ପ୍ରଭାବିତ ହୋଇଥିବା ବେଳେ ବିଶ୍ବବ୍ୟାପୀ କରୋନା ମୃତ୍ୟୁ ସଂଖ୍ୟା 2 ଲକ୍ଷ 60 ହଜାର ଅତିକ୍ରମ କରିଛି । ବିଗତ 24 ଘଣ୍ଟା ମଧ୍ୟରେ 87 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 5400 ଲୋକ ପ୍ରାଣ ହରାଇଛନ୍ତି । 87729 ନୂତନ ଆକ୍ରାନ୍ତଙ୍କ ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 3,759,967 ଛୁଇଁଥବା ବେଳେ 5429 ଜଣଙ୍କ ମୃତ୍ୟୁ ସହ ସମୁଦାୟ ମୃତ୍ୟୁ ସଂଖ୍ୟା 2 ଲକ୍ଷ 59 ହଜାର 474ରେ ପହଞ୍ଚିଛି । ଯୁକ୍ତରାଷ୍ଟ୍ର ଆମେରିକାରେ ସର୍ବାଧିକ 12 ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ 67 ହଜାର 146 ଜଣଙ୍କ ପ୍ରାଣହାନି ଘଟିଛି ।

corona covid19 usa
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026
Latest News

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.