Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବୁହାନକୁ ପୁଣି ଫେରିଲା କରୋନା: 37 ଦିନ ପରେ 14 ନୂଆ କରୋନା ରୋଗୀ ଚିହ୍ନଟ
ଅନ୍ତରାଷ୍ଟ୍ରୀୟ

ବୁହାନକୁ ପୁଣି ଫେରିଲା କରୋନା: 37 ଦିନ ପରେ 14 ନୂଆ କରୋନା ରୋଗୀ ଚିହ୍ନଟ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ : ଚୀନ୍‌ର ବୁହାନ ସହରରୁ କରୋନା ସାରା ବିଶ୍ବରେ ତାଣ୍ଡବ ରଚୁଥିବାବେଳେ ପୁଣି ଥିରେ ବୁହାନରେ ଏହି ଭାଇରସର ପ୍ରଭାବ ଦେଖିବାକୁ ମିଳିଛି। ଚୀନ୍‌ର ଜାତୀୟ ସ୍ୱାସ୍ଥ୍ୟ ଆୟୋଗ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବୁହାନରେ ପୁଣି 14 ଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବାର ସୂଚନା ରହିଛି। 2019 ମସିହାରେ ସର୍ବପ୍ରଥମେ ଏଠାରୁ ହିଁ ଏହି ଭାଇରସ୍‌ ଦେଖିବାକୁ ମିଳିଥିବା ପରେ ଚଳିତ ବର୍ଷ ଏପ୍ରିଲ୍‌ 3 ତାରିଖ ପରଠାରୁ ଏଠାରେ କରୋନା  ସଂକ୍ରମଣର ମାମଲା ଆଉ ଆସିନଥିଲା। ସ୍ବାଭାବିକ ଅବସ୍ଥାକୁ ବୁହାନ୍‌ ଫେରିଆସିଥିବାବେଳ ସାରା ବିଶ୍ବ କିନ୍ତୁ କରୋନା କବଳରେ ଛଟପଟ ହେଉଛି। କିନ୍ତୁ 37 ଦିନ ପରେ ବୁହାନରେ ପୁର୍ନବାର କରୋନାର ପ୍ରଭାବ ଅନୁଭୂତ ହୋଇଛି।

2019 ମସିହାରେ ୱୁହାନରୁ ଏହି ଭାଇରସ୍ ଆରମ୍ଭ ହେବା ପରେ, ଚଳିତ ବର୍ଷ ଏପ୍ରିଲ୍ 3 ତାରିଖ ପରଠାରୁ ସେଠାରେ କୌଣସି ସଂକ୍ରମଣର ଘଟଣା ଦେଖିବାକୁ ମିଳି ନଥିଲା। କିନ୍ତୁ ବର୍ତ୍ତମାନ କରୋନା ପୁନର୍ବାର ବୁହାନରେ ବିସ୍ତାର କରିବା ଆରମ୍ଭ କରିଛି। ଗୋଟିଏ ଦିନ ପୂର୍ବରୁ ଜଣେ ମହିଳା ପଜିଟିଭ୍ ମିଳିବା ପରେ ରବିବାର ଦିନ 11 ଟି ନୂଆ ମାମଲା ସାମ୍ନାକୁ ଆସିଥିଲା। ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା 82,901ରେ ପହଞ୍ଚିଥିବାବେଳେ ଏହି ମହାମାରୀ ଯୋଗୁଁ ଚୀନ୍‌ରେ 4,633 ଲୋକ ପ୍ରାଣ ହରାଇଛନ୍ତି। (ଏଜେନ୍ସି)

coronavirus wuhan
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026
Latest News

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.