Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା
ଅନ୍ତରାଷ୍ଟ୍ରୀୟ

ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କେବେ ଭାରତ ଗସ୍ତରେ ଆସିବେ ଡୋନାଲ୍ଡ ଟ୍ରମ୍ପ?: ଯୋଜନା ପ୍ରକାଶ କଲେ ସର୍ଜିଓ ଗୋର୍
କେବେ ଭାରତ ଗସ୍ତରେ ଆସିବେ ଡୋନାଲ୍ଡ ଟ୍ରମ୍ପ?: ଯୋଜନା ପ୍ରକାଶ କଲେ ସର୍ଜିଓ ଗୋର୍

ନୂଆଦିଲ୍ଲୀ : କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଭାରତକୁ ସହଯୋଗ କରିବ ଆମେରିକା। ଭାରତକୁ ପର୍ଯ୍ୟାପ୍ତ ଭେଣ୍ଟିଲେଟର ଦେବାକୁ ଆମେରିକା ରାଷ୍ଟ୍ରପତିଙ୍କ ଘୋଷଣା କରିଛନ୍ତି। ମହାମାରୀ କରୋନା ସମୟରେ ଭାରତ ସହ ଆମେ ଅଛୁ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। କରୋନା ଭ୍ୟାକସିନ୍‌ ପାଇଁ ଆମେ ଦୁଇ ରାଷ୍ଟ୍ର ଦୁହିଁଙ୍କୁ ସାହାଯ୍ୟ କରୁଛୁ ବୋଲି କହିଛନ୍ତି ଟ୍ରମ୍ପ୍‌। ଆମେ ଦୁଇ ରାଷ୍ଟ୍ର ମିଶି କରି କରୋନା ରୂପକ ଶତ୍ରୁକୁ ହରାଇବୁ ବୋଲି କହିଛନ୍ତି ଟ୍ରମ୍ପ୍‌।

ଶୁକ୍ରବାର ଦିନ ରାଷ୍ଟ୍ରପତି ଟ୍ରମ୍ପ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ଭାରତ ଏକ ମହାନ ଦେଶ ଓ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସବୁଠୁ ଭଲ ମିତ୍ର ବୋଲି କହିଛନ୍ତି ଟ୍ରମ୍ପ୍‌। ମିଳିଥିବା ସୂଚନା ଅନୁସାରେ ଆମେରିକା ଭାରତକୁ 200 ଭେଣ୍ଟିଲେଟର ଦେଇପାରେ।

ପୂର୍ବରୁ ଆମେରିକା ସହିତ ଭାରତ ନିଜ ବନ୍ଧୁତାର ନିଦର୍ଶନ ପୂର୍ବକ ବିପୁଳ ହାଇଡ୍ରୋକ୍ସିକ୍ଲୋରୋକ୍ବିନ୍‌ ଔଷଧ ପଠାଇଥିଲା। ଏହାକୁ ନେଇ ଟ୍ରମ୍ପ୍‌ ଖୁସି ହେବା ସହିତ ମୋଦିଙ୍କୁ ଧନ୍ୟବାଦ ଜଣାଇଥିଲେ। ଭାରତ ଓ ଆମେରିକାରେ କରୋନା ବେଶ୍‌ ପ୍ରଭାବ ବିସ୍ତାର କରିଛନ୍ତି। ଆମେରିକାରେ ଏପର୍ଯ୍ୟନ୍ତ 88,507ଜଣ କରୋନା ଯୋଗୁଁ ମୃତ୍ୟୁବରଣ କରିଥିବାବେଳେ ଭାରତରେ 2649 ଜଣ ମୃତ୍ୟୁବରଣ କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

October 1, 2026
Latest News

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.