Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା
ଅନ୍ତରାଷ୍ଟ୍ରୀୟ

ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଭାରତକୁ ସହଯୋଗ କରିବ ଆମେରିକା। ଭାରତକୁ ପର୍ଯ୍ୟାପ୍ତ ଭେଣ୍ଟିଲେଟର ଦେବାକୁ ଆମେରିକା ରାଷ୍ଟ୍ରପତିଙ୍କ ଘୋଷଣା କରିଛନ୍ତି। ମହାମାରୀ କରୋନା ସମୟରେ ଭାରତ ସହ ଆମେ ଅଛୁ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। କରୋନା ଭ୍ୟାକସିନ୍‌ ପାଇଁ ଆମେ ଦୁଇ ରାଷ୍ଟ୍ର ଦୁହିଁଙ୍କୁ ସାହାଯ୍ୟ କରୁଛୁ ବୋଲି କହିଛନ୍ତି ଟ୍ରମ୍ପ୍‌। ଆମେ ଦୁଇ ରାଷ୍ଟ୍ର ମିଶି କରି କରୋନା ରୂପକ ଶତ୍ରୁକୁ ହରାଇବୁ ବୋଲି କହିଛନ୍ତି ଟ୍ରମ୍ପ୍‌।

ଶୁକ୍ରବାର ଦିନ ରାଷ୍ଟ୍ରପତି ଟ୍ରମ୍ପ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ଭାରତ ଏକ ମହାନ ଦେଶ ଓ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସବୁଠୁ ଭଲ ମିତ୍ର ବୋଲି କହିଛନ୍ତି ଟ୍ରମ୍ପ୍‌। ମିଳିଥିବା ସୂଚନା ଅନୁସାରେ ଆମେରିକା ଭାରତକୁ 200 ଭେଣ୍ଟିଲେଟର ଦେଇପାରେ।

ପୂର୍ବରୁ ଆମେରିକା ସହିତ ଭାରତ ନିଜ ବନ୍ଧୁତାର ନିଦର୍ଶନ ପୂର୍ବକ ବିପୁଳ ହାଇଡ୍ରୋକ୍ସିକ୍ଲୋରୋକ୍ବିନ୍‌ ଔଷଧ ପଠାଇଥିଲା। ଏହାକୁ ନେଇ ଟ୍ରମ୍ପ୍‌ ଖୁସି ହେବା ସହିତ ମୋଦିଙ୍କୁ ଧନ୍ୟବାଦ ଜଣାଇଥିଲେ। ଭାରତ ଓ ଆମେରିକାରେ କରୋନା ବେଶ୍‌ ପ୍ରଭାବ ବିସ୍ତାର କରିଛନ୍ତି। ଆମେରିକାରେ ଏପର୍ଯ୍ୟନ୍ତ 88,507ଜଣ କରୋନା ଯୋଗୁଁ ମୃତ୍ୟୁବରଣ କରିଥିବାବେଳେ ଭାରତରେ 2649 ଜଣ ମୃତ୍ୟୁବରଣ କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025

ଅପରେସନ୍ ସିନ୍ଦୁରରେ ମସୁଦ ଆଝାରର ପରିବାରର ମୃତ୍ୟୁ ଉପରେ ଜୈଶ କମାଣ୍ଡରଙ୍କ ବଡ଼ ଖୁଲାସା

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ

September 16, 2025

ପାର୍ବଣ ଋତୁରେ ଆରାମଦାୟକ ଯାତ୍ରା ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

September 16, 2025
Latest News

ଦୁଷ୍କର୍ମରେ ଓଡିଶା ପାଲଟିଲା ମଣିପୁର, ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍

September 16, 2025

ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନରେ ଆଦିତ୍ୟ ବିର୍ଲା ଗ୍ରୁପ ରାଜ୍ୟ ସରକରଙ୍କ ଠାରୁ ପାଇଲା ପୁରସ୍କାର

September 16, 2025

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

September 16, 2025

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025

ବାଣପୁର: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସ ଉପଲକ୍ଷେ ଆସନ୍ତାକାଲି ପାଳନ ହେବ ‘ସେବା ପକ୍ଷ’

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.