Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବରେ ପଚାଶ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

ବିଶ୍ବରେ ପଚାଶ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନ୍‌ରୁ ସୃଷ୍ଟି ହୋଇଥିବା ମହାମାରୀ କରୋନା ଭାଇରସ କବଳରେ ଏବେ ସାରା ବିଶ୍ବ । ବିଶ୍ବର 213ଟି ଦେଶ ଏବେ ଏହି ମହାମାରୀ କବଳରେ ପଡିଛନ୍ତି । ସାରା ବିଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 50 ଲକ୍ଷ ପାର୍‌ କରିସାରିଥିବାବେଳେ ମୃତ୍ୟୁ ସଂଖ୍ୟା 3, 29, 731ରେ ପହଞ୍ଚିଛି ।

ବିଶ୍ବର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ରୁଷ୍‌ ଏହି ମହାମାରୀ ଦ୍ବାରା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି । ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା 15,91,991 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 94 ହଜାର 994ରେ ପହଞ୍ଚିଛି । ସେହିପରି ରୁଷ୍‌ରେ 3,08,705 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 2,972ରେ ପହଞ୍ଚିଛି ।

କରୋନା ମୃତ୍ୟୁ ସଂଖ୍ୟାରେ ଆମେରିକା ପ୍ରଥମ ଥିବାବେଳେ ଦ୍ବିତୀୟରେ ୟୁକେ ରହିଛି । ଏଠାରେ 2,48, 293 ଜଣ ସଂକ୍ରମିତ ହୋଇଥିବାବେଳେ 35,704 ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଏହା ତଳକୁ ରହିଛି ଇଟାଲୀ । ଇଟାଲୀରେ ସଂକ୍ରମିତଙ୍କ ସଂଖ୍ୟା 2,27,364 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 32, 330ରେ ପହଞ୍ଚିଛି । ସେହିପରି ଫ୍ରାନ୍ସରେ ମୃତ୍ୟୁ ସଂଖ୍ୟା 28,132 ରହିଥିବାବେଳେ ସ୍ପେନ୍‌ରେ ମୃତ୍ୟୁ ସଂଖ୍ୟା 27,888 ରହିଛି ।  ଜର୍ମାନୀରେ 8.270 ଜଣ ପ୍ରାଣ ହରାଇଥିବାବେଳେ ଇରାନ୍‌ରେ 7,183 ଜଣ ପ୍ରାଣ ହରାଇଛନ୍ତି । ସେହିପରି ଭାରତରେ ଏକ ଲକ୍ଷରୁ ଉର୍ଦ୍ଧ୍ବ କରୋନାରେ ସଂକ୍ରମିତ ହୋଇଥିବାସ୍ଥଳେ 3434ଜଣ ପ୍ରାଣ ହରାଇଛନ୍ତି । (ଏଜେନ୍ସି)

america coronaupdate india russia spain
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.