Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଋଷରେ ବିଶ୍ବର ଦ୍ବିତୀୟ ସର୍ବାଧିକ କରୋନା ସଂକ୍ରମିତ : ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ ଅତିକ୍ରମ କଲା
ଅନ୍ତରାଷ୍ଟ୍ରୀୟ

ଋଷରେ ବିଶ୍ବର ଦ୍ବିତୀୟ ସର୍ବାଧିକ କରୋନା ସଂକ୍ରମିତ : ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ ଅତିକ୍ରମ କଲା

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମସ୍କୋ : ସମଗ୍ର ବିଶ୍ବରେ ବ୍ୟାପିଥିବା କରୋନା ଭାଇରସ୍‌ ଦ୍ବାରା ଆମେରିକାରେ ସର୍ବାଧିକ ଆକ୍ରାନ୍ତ ରହିଥିବା ବେଳେ ଋଷ ଏହି ତାଲିକାର ଦ୍ବିତୀୟ ସ୍ଥାନରେ ରହିଛି । ଋଷରେ ସମୁଦାୟ ଆକ୍ରାନ୍ତଙ୍କ 308705 ରହିଥିବା ବେଳେ ଏହା ମଧ୍ୟରୁ 85 ହଜାର 392 ଜଣ ସୁସ୍ଥ ହୋଇଛନ୍ତି । ଏହା ମଧ୍ୟରୁ 2792 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 220341 ରହିଛି । ସେହିପରି ଆକ୍ରାନ୍ତଙ୍କ ସଂଖ୍ୟାରେ ସ୍ପେନ୍‌କୁ ଅତିକ୍ରମ କରିଛି ବ୍ରାଜିଲ । ସ୍ପେନ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା 279000 ରହିଥିବା ବ୍ରାଜିଲ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା 293357ରେ ପହଞ୍ଚିଛି । ଗୋଟିଏ ଦିନରେ 17151 ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ସ୍ପେନ୍‌କୁ ପଛରେ ପକାଇଛି ବ୍ରାଜିଲ୍‌ । (ଏଜେନ୍ସି)

brazil corona covid19 russia spain
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.