Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ଯାତ୍ରୀବାହୀ ବିମାନ ଧ୍ବଂସ : ବିମାନରେ ଥିଲେ 90 ଯାତ୍ରୀ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ଯାତ୍ରୀବାହୀ ବିମାନ ଧ୍ବଂସ : ବିମାନରେ ଥିଲେ 90 ଯାତ୍ରୀ

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କରାଚୀ : ପାକିସ୍ତାନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଭୟାବହ ଦୁର୍ଘଟଣା ଘଟିଛି । ଲାହୋରରୁ କରାଚୀ ଯାଉଥିବା ଏହି ବିମାନଟି କରାଚୀରେ ଧ୍ବଂସ ପାଇଥିଲା । ବିମାନରେ 90 ଜଣ ଯାତ୍ରୀ ଉପସ୍ଥିତ ରହିଥିବା ବେଳେ ବିମାନଟି ଲ୍ୟାଣ୍ଡିଂର ଠିକ୍‌ ପୂର୍ବରୁ ଧ୍ବଂସ ପାଇଯାଇଥିଲା । ଏହି ଏ 320 ବିମାନଟିର ଧ୍ବଂସର କାରଣ ଜଣାପଡିନଥିବା ବଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । (ଏଜେନ୍ସି)

blast karachi
Share. Facebook Twitter LinkedIn Email WhatsApp Copy Link

Related Posts

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.