Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଶ୍ରୀଲଙ୍କା ଏବଂ ମରିସସ୍‌ର ରାଷ୍ଟ୍ରପତିଙ୍କ ସହ କଥାହେଲେ ମୋଦି
ଅନ୍ତରାଷ୍ଟ୍ରୀୟ

ଶ୍ରୀଲଙ୍କା ଏବଂ ମରିସସ୍‌ର ରାଷ୍ଟ୍ରପତିଙ୍କ ସହ କଥାହେଲେ ମୋଦି

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : ଶ୍ରୀଲଙ୍କା ଏବଂ ରାଷ୍ଟ୍ରପତିଙ୍କ ସହିତ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସଫଳତାର ସହିତ କରୋନା ମୁକାବିଲା ପାଇଁ ଉଭୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୋଦି । ଉଭୟ ନେତୃବୃନ୍ଦଙ୍କ ସହିତ କଥା ହୋଇଥିବା ନେଇ ପ୍ରଧାନମନ୍ତ୍ରୀ ଟ୍ବିଟ୍ଟର ଜରିଆରେ ସେୟାର କରିଛନ୍ତି । ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷା ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ କେ ଜୁଗନାଉଥଙ୍କୁ ଫୋନ୍‌ କରି ଧନ୍ୟବାଦ ଜଣାଇଛନ୍ତି ମୋଦି ।

ଆପଣଙ୍କ ନେତୃତ୍ବରେ ଶ୍ରୀଲଙ୍କା କରୋନାର ସଠିକ୍‌ ମୁକାବିଲା କରୁଛି । ତେଣୁ ଆପଣଙ୍କୁ ଧନ୍ୟବାଦ ବୋଲି ମୋଦି ରାଜପକ୍ଷାଙ୍କୁ କହିଥିଲେ । ମରିସସ୍‌ ଏବଂ ଭାରତର ସଂସ୍କୃତି ଏବଂ ସଭ୍ୟତା ଏକ ପ୍ରକାରର । ଆପଣଙ୍କ ନେତୃତ୍ବରେ କରୋନାର ସଠିକ୍‌ ମୁକାବିଲା ଜାରି ରହିଥିବା ବେଳେ ମିତ୍ରରାଷ୍ଟ୍ର ଭାବରେ ଭାରତ ସର୍ବଦା ସହଯୋଗ ପାଇଁ ଆଗଭର ବୋଲି ମରିସସ୍‌ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ ମୋଦି । ରାଜପକ୍ଷାଙ୍କ ସହିତ ବାର୍ତ୍ତାଳାପ ସମୟରେ କରୋନା ବ୍ୟତିତ ଦ୍ବିପାକ୍ଷିକ ସମ୍ପର୍କ ଏବଂ ଭାରତ ସହାୟତାରେ ହେବାକୁ ଥିବା ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ମୋଦି । (ଏଜେନ୍ସି)

Modi srilanka
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.