Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଅପଡେଟ୍‌ : ବ୍ରାଜିଲରେ ଦିନକରେ 29 ହଜାର ଆକ୍ରାନ୍ତ ଚିହ୍ନଟ
ଅନ୍ତରାଷ୍ଟ୍ରୀୟ

କରୋନା ଅପଡେଟ୍‌ : ବ୍ରାଜିଲରେ ଦିନକରେ 29 ହଜାର ଆକ୍ରାନ୍ତ ଚିହ୍ନଟ

June 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରାଜିଲ୍‌ : ଚୀନ୍‌ରୁ ଆରମ୍ଭ ହୋଇଥିବା ଏହି ଭାଇରସ୍‌କୁ ନେଇ ସାରା ବିଶ୍ବ ଏବେ ସଂକଟରେ। ଆମେରିକା ପରେ ପରେ ଏବେ ବ୍ରାଜିଲ୍‌ରେ କରୋନା ମାମଲା ବେଶ୍‌ ବିକଟମୟ ସ୍ଥିତିରେ ପହଞ୍ଚିଛି । ବ୍ରାଜିଲରେ ବିଗତ 24 ଘଣ୍ଟା ମଧ୍ୟରେ 29 ହଜାର କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ସେହିଭଳି 1262 ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହିତ ବ୍ରାଜିଲରେ କରୋନା ଭାଇରସ ମାମଲା 5 ଲକ୍ଷ ଅତିକ୍ରମ କରିଛି । ଆମେରିକାରେ ଏଯାଏଁ କରୋନା ଭାଇରସରେ 18ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି । ସେହିଭଳି 1 ଲକ୍ଷ 6 ହଜାର ଲୋକଙ୍କ ମୃତ୍ୟୁ ହୋଇଛି ।

ବିଶ୍ୱରେ ମୃତକଙ୍କ ସଂଖ୍ୟା 3 ଲକ୍ଷ 82 ହଜାର 188ରେ ପହଞ୍ଚିଥିବାବେଳେ ବିଗତ 24 ଘଣ୍ଟା ମଧ୍ୟରେ କରୋନା ଭାଇରସ୍‌ ଯୋଗୁଁ ସାରା ବିଶ୍ବରେ 64 ଲକ୍ଷ 77 ହଜାର 966 ଜଣ ସଂକ୍ରମିତ ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 30 ଲକ୍ଷ 9 ହଜାର 648 ଜଣ।

କରୋନା ବ୍ରାଜିଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.