Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବ୍ରିଟେନ୍‌କୁ ଟପିଲା ଭାରତ : କରୋନା ପ୍ରଭାବିତ ଦେଶ ତାଲିକାର ଚତୁର୍ଥ ସ୍ଥାନରେ ଭାରତ
ଅନ୍ତରାଷ୍ଟ୍ରୀୟ

ବ୍ରିଟେନ୍‌କୁ ଟପିଲା ଭାରତ : କରୋନା ପ୍ରଭାବିତ ଦେଶ ତାଲିକାର ଚତୁର୍ଥ ସ୍ଥାନରେ ଭାରତ

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଶ୍ବର କରୋନା ପ୍ରଭାବିତ ଦେଶ ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ପହଞ୍ଚିଛି । ଭାରତରେ ଦିନକରେ 10 ହଜାର 956 ଆକ୍ରାନ୍ତ ହୋଇଛନ୍ତି । ଫଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା 2 ଲକ୍ଷ 97 ହଜାର 535 କୁ ବୃଦ୍ଧି ହୋଇଛି । ଏହି ଆଧାରରେ ସ୍ପେନ ଓ ବ୍ରିଟେନକୁ ଭାରତ ଅତିକ୍ରମ କରିଛି । ସ୍ପେନରେ ଏଯାଏଁ କରୋନା ସଂକ୍ରମିତ ସଂଖ୍ୟା 2 ଲକ୍ଷ 89 ହଜାର 787 ହୋଇଥିବା ବେଳେ ବ୍ରିଟେନରେ ଏହି ସଂଖ୍ୟା 2 ଲକ୍ଷ 91 ହଜାର 409 ଜଣ । କରୋନା ପ୍ରଭାବିତ ଦେଶ  ତାଲିକାର ପ୍ରଥମ ସ୍ଥାନରେ ଆମେରିକା ରହିଥିବାବେଳେ ଦ୍ବିତୀୟ ସ୍ଥାନରେ ବ୍ରାଜିଲ୍‌ ରହିଥିବାବେଳେ ତୃତୀୟ ସ୍ଥାନରେ ରହିଛି ଋଷିଆ ।

ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା 20 ଲକ୍ଷ ୮୯ ହଜାର 701 ଥିବାବେଳେ ମୃତ୍ୟୁ ସଂଖ୍ୟା 1,16ହଜାର 034ରେ ପହଞ୍ଚିଛି । ସେହିପରି ବ୍ରାଜିଲରେ ସଂକ୍ରମିତଙ୍କ ସଂଖ୍ୟା 8 ଲକ୍ଷ 5 ହଜାର 649କୁ ବୃଦ୍ଧି ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 41 ହଜାର 58ରେ ପହଞ୍ଚିଛି  ଓ ଋଷିଆରେ ମୃତ୍ୟୁ ସଂଖ୍ୟା 6,532କୁ ବୃଦ୍ଧି ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା 5 ଲକ୍ଷ 2 ହଜାର 436କୁ ବୃଦ୍ଧି ହୋଇଛି । ସେହିପରି ଭାରତରେ ମୋଟ୍‌ ମୃତ୍ୟୁ ସଂଖ୍ୟା 8 ହଜାର 498କୁ ବୃଦ୍ଧି ହୋଇଛି । ସେହିପରି ସ୍ପେନ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଲକ୍ଷ 89 ହଜାର 787 ଥିବାବେଳେ ମୃତ୍ୟୁ ସଂଖ୍ୟା 27 ହଜାର 136 ରହିଛି । ବ୍ରିଟେନ୍‌ରେ 2 ଲକ୍ଷ 91 ହଜାର 409 ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 41 ହଜାର 279କୁ ବୃଦ୍ଧି ହୋଇଛି । (ଏଜେନ୍ସି)

brazil covid-19 india russia spain uk usa
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Latest News

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.