Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଫଗାନିସ୍ତାନରେ ବମ୍‌ ବିସ୍ଫୋରଣ : 8 ମୃତ, 30 ଆହତ
ଅନ୍ତରାଷ୍ଟ୍ରୀୟ

ଆଫଗାନିସ୍ତାନରେ ବମ୍‌ ବିସ୍ଫୋରଣ : 8 ମୃତ, 30 ଆହତ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଫଗାନିସ୍ତାନ : ଆଫଗାନିସ୍ତାନର ଲୋଗର୍‌ ପ୍ରାନ୍ତରେ ଏକ ବମ୍‌ ବିସ୍ଫୋରଣ ହୋଇଛି  । ଏହି ବିସ୍ଫୋରଣରେ 8ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 30 ଜଣ ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଲୋଗାର ପ୍ରାପ୍ତର ରାଜଧାନୀ ଫୁଲ୍‌-ଏ ଆଲମ୍‌ ସହରର ଆଜାଦୀ ଚୌକିଠାରେ ଏହି ବିସ୍ଫୋରଣ ହୋଇଛି । କାର୍‌ ବମ୍‌ ବିସ୍ଫୋରଣରେ 8 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 30ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ଆହତଙ୍କ ସେଣ୍ଟ୍ରାଲ୍‌ ହସ୍ପିଟାଲ ଓ ନାଏବ ଅମିନ୍‌ଉଲ୍ଲା ଖାନ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଏହି ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଙ୍ଗଠନ ନିଜକୁ ଦାୟୀ କରିନାହାନ୍ତି ।

ସୂଚନାଯୋଗ୍ୟ, ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଏକ ରିପୋର୍ଟରେ କୁହାଯାଇଥିଲା ଯେ, ଆଫଗାନିସ୍ତାନରେ ଏବେ ପ୍ରାୟ 6ରୁ ସାଢ 6 ହଜାର ପାକିସ୍ତାନୀ ଆତଙ୍କବାଦୀ ରହିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026
Latest News

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.