Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପୂର୍ବ ଲଦାଖ ସ୍ଥିତି ସମ୍ପର୍କରେ ଭାରତ ଦେଲା ତାହାର ସ୍ପଷ୍ଟୀକରଣ
ଅନ୍ତରାଷ୍ଟ୍ରୀୟ

ପୂର୍ବ ଲଦାଖ ସ୍ଥିତି ସମ୍ପର୍କରେ ଭାରତ ଦେଲା ତାହାର ସ୍ପଷ୍ଟୀକରଣ

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବ ଲଦାଖ ସ୍ଥିତି ସମ୍ପର୍କରେ ଭାରତ ଦେଲା ତାହାର ସ୍ପଷ୍ଟୀକରଣ

ନୂଆଦିଲ୍ଲୀ, ଭାରତ ସୀମାରେ ଚୀନର ନିୟମ ଉଲ୍ଲଘଂନ କାର୍ଯ୍ୟକଳାପ ସଂପର୍କରେ ଭାରତ ତାହାର ସ୍ପଷ୍ଟୀକରଣ ରଖିଛି। ଏଥିରେ କୁହାଯାଇଛି ଯେ, ପୂର୍ବ ଲଦାଖରେ ଜାରି ରହିଥିବା ବିବାଦକୁ ନେଇ ଭାରତ ଓ ଚୀନ ମଧ୍ୟରେ ଏକାଧିକ ସେନା ଓ କୂଟନୈତିକ ସ୍ତରରେ ଆଲୋଚନା ହୋଇଥିଲା। ସ୍ଥିତି ସ୍ୱାଭାବିକ କରିବା ଲାଗି ସହମତି ପ୍ରକାଶ ପାଇଥିଲା। କିନ୍ତୁ ଚୀନର ପିଏଲଏ ସେନା ସ୍ଥିତି ବିଗାଡ଼ିବା ପାଇଁ ଅହରହ ପ୍ରୟାସ ଚଳାଇଛି। ସେମାନେ ସମସ୍ତ ପୂର୍ବ ସହମତିକୁ ଉଲ୍ଲଂଘନ କରି ଅଗଷ୍ଟ ୨୯-୩୦ ରାତ୍ରିରେ ସୀମା ଅଞ୍ଚଳରେ ଉତ୍ତେଜକ ସାମରିକ କାର୍ଯ୍ୟକଳାପ ଜାରି ରଖିଥିଲେ । କିନ୍ତୁ ଭାରତୀୟ ସେନା ପ୍ୟାଙ୍ଗଙ୍ଗ ସୋ ହ୍ରଦର ଦକ୍ଷିଣ ତଟରେ ପିଏଲଏର ଏଭଳି କାର୍ଯ୍ୟକଳାପ ନିଷ୍କ୍ରିୟ କରିଦେଇଛି।

ଚୀନ ସେନା ଯେଉଁ ଉଦ୍ଦେଶ୍ୟ ରଖି ଏଭଳି ଏକତରଫା କାର୍ଯ୍ୟକଳାପ ଚଳାଇଥିଲା, ଭାରତୀୟ ସେନା ତାହାକୁ ପଣ୍ଡ କରିଦେଇଛି। ଆଲୋଚନା ମାଧ୍ୟମରେ ଉକ୍ତ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ଭାରତୀୟ ସେନା ପ୍ରତିଶ୍ରୁତିବଦ୍ଧ। ତତସହିତ ଆଞ୍ଚଳିକ ଅଖଣ୍ଡତାର ସୁରକ୍ଷା ପାଇଁ ମଧ୍ୟ ଭାରତ ସମ ପରିମାଣରେ ସଂକଳ୍ପବଦ୍ଧ। ତେବେ ଏଭଳି ସମସ୍ୟାର ପ୍ରତିକାର ପାଇଁ ଚୁସୁଲଠାରେ ଏକ ବ୍ରିଗେଡ କମାଣ୍ଡର ସ୍ତରୀୟ ଫ୍ଲାଗ ମିଟିଙ୍ଗ ଜାରି ରହିଛି ।

ladhakha
Share. Facebook Twitter LinkedIn Email WhatsApp Copy Link

Related Posts

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026
Latest News

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.