Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମସ୍‌ଜିଦରେ ବିସ୍ଫୋରଣ : 12 ମୃତ
ଅନ୍ତରାଷ୍ଟ୍ରୀୟ

ମସ୍‌ଜିଦରେ ବିସ୍ଫୋରଣ : 12 ମୃତ

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢାକା : ବାଂଲାଦେଶ ରାଜଧାନୀ ଢାକାର ଏକ ମସଜିଦରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 12 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 25 ଜଣ ଆହତ ହୋଇଛନ୍ତି । ଢାକାର ନାରାୟଣଗଞ୍ଜରେ ରହିଥିବା ଏକ ମସଜିଦରେ ରାତି 9ଟା ସମୟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ ଶୁକ୍ରବାର 11 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଜଣେ ନାବାଳକ ପ୍ରାଣ ହରାଇଛନ୍ତି । ଆହତ ମାନଙ୍କୁ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ବର୍ଣ୍ଣ ଆଣ୍ଡ ପ୍ଲାଷ୍ଟିକ ସର୍ଜରୀରେ ଭର୍ତ୍ତି କରାଯାଇଛି । ଏହା ମଧ୍ୟରୁ ୧୨ ଜଣ ଲୋକଙ୍କ ଶରୀରର 90 ପ୍ରତିଶତ ପୋଡି ଯାଇଥିବା ଜଣାପଡିଛି । ତେବେ ବିସ୍ଫୋରଣରେ ପ୍ରକୃତ କାରଣ ଜଣାପଡିନାହିଁ । ସର୍ଟସର୍କିଟ୍‌ ଯୋଗୁଁ ବିସ୍ଫୋରଣ ହୋଇଥିବାର ଅନୁମାନ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି, ରବିବାର ଖୋଲା ରହିବ ସରକାରୀ ଅଫିସ୍

October 31, 2026

ମା’ଙ୍କ ସହ ଝଗଡ଼ା କରୁଥିଲା ବାପା, ଅଟକାଇବାକୁ ଯାଇ ଜୀବନ ହାରିଲା ପୁଅ! ଛୁରାମାଡ଼ରେ ଚାଲିଗଲା ଜୀବନ

October 31, 2026

ଦକ୍ଷିଣ ଆଫ୍ରିକାର ଐତିହାସିକ ବିଜୟ: ଅଷ୍ଟ୍ରେଲିଆକୁ ୧୭୬ ରନରେ ହରାଇ ହେଲା ନମ୍ବର-୧

October 31, 2026

ED ର ବଡ଼ କାର୍ଯ୍ୟାନୁଷ୍ଠାନ: ଜେଲରୁ ମୁକୁଳିବା ମାତ୍ରେ ପୁଣି ଗିରଫ ହେଲେ ଆଜମ ଖାନ

October 31, 2026
Latest News

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି, ରବିବାର ଖୋଲା ରହିବ ସରକାରୀ ଅଫିସ୍

October 31, 2026

ମା’ଙ୍କ ସହ ଝଗଡ଼ା କରୁଥିଲା ବାପା, ଅଟକାଇବାକୁ ଯାଇ ଜୀବନ ହାରିଲା ପୁଅ! ଛୁରାମାଡ଼ରେ ଚାଲିଗଲା ଜୀବନ

October 31, 2026

ଦକ୍ଷିଣ ଆଫ୍ରିକାର ଐତିହାସିକ ବିଜୟ: ଅଷ୍ଟ୍ରେଲିଆକୁ ୧୭୬ ରନରେ ହରାଇ ହେଲା ନମ୍ବର-୧

October 31, 2026

ଏକତରଫା ପ୍ରେମର କରୁଣ ପରିଣତି: ଘର ଭିତରୁ କଲେଜ୍ ଛାତ୍ରୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

October 31, 2026

ଲୌହ ମାନବଙ୍କ ୫୬୦ ରାଜ୍ୟକୁ ଏକ କଲେ, ଆମେ ସମୃଦ୍ଧ ଓଡ଼ିଶା ଗଢିବା: ଏକତା ଦିବସରେ ମୁଖ୍ୟମନ୍ତ୍ରୀ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.