Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜାପାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୟୋସିହିଦେ ସୁଗା !
ଅନ୍ତରାଷ୍ଟ୍ରୀୟ

ଜାପାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୟୋସିହିଦେ ସୁଗା !

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟୋକିଓ : ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଅସୁସ୍ଥତା କାରଣରୁ ଶାସନ ଭାରରୁ ଓହରି ଯାଇଥିବା ବେଳେ ତାଙ୍କ ସ୍ଥାନରେ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି କ୍ୟାବିନେଟ ସଚିବ  ୟୋସିହିଦେ ସୁଗା । ସୋମବାର ୟୋସିହିଦେ ଦଳର ନେତା ଭାବରେ ନିର୍ବାଚିତ ହୋଇଥିବା ବେଳେ  ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇ ପାରନ୍ତି ବୋଲି ଆଲୋଚନା ହେଉଛି । ଲିବେରାଲ ଡେମୋକ୍ରାଟିକ ପାର୍ଟିର 534 ଜଣ ସଦସ୍ୟଙ୍କ ମଧ୍ୟରୁ 377 ଜଣ ୟୋସିହିଦେଙ୍କ ସପକ୍ଷରେ ଭୋଟ କରିଥିଲେ । ଏହି ନିର୍ବାଚନରେ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବା ଏବଂ ଏଡିଏଫ ନିୟାମକ ମୁଖ୍ୟ ଫୁମିଓ କିଶିଦା ପ୍ରତିଦ୍ୱନ୍ଦିତା କରିଥିଲେ । ଆସନ୍ତା ବୁଧବାର ଦିନ ସଂସଦୀୟ ଭୋଟରେ ୟୋସିହିଦେ ପ୍ରଧାନମନ୍ତ୍ରୀ ହେବାର ସମ୍ଭାବନା ସ୍ପଷ୍ଟ ହୋଇଛି । ସରକାରଙ୍କ ପ୍ରମୁଖ ପରାମର୍ଶଦାତା ରହିଥିବା ୟୋସିହିଦେ ସିଞ୍ଜୋ ଆବେଙ୍କ ବଡ ସମର୍ଥକ ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ଜାପାନର ସବୁଠାରୁ ଅଧିକ ସମୟ ପ୍ରଧାନମନ୍ତ୍ରୀ ରହିଥିବା ସିଞ୍ଜୋ ଆବେ ଅସୁସ୍ଥତା କାରଣରୁ ନିଜ ପଦବୀରୁ ଓହରି ଯାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.