Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜାପାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୟୋସିହିଦେ ସୁଗା !
ଅନ୍ତରାଷ୍ଟ୍ରୀୟ

ଜାପାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୟୋସିହିଦେ ସୁଗା !

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟୋକିଓ : ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଅସୁସ୍ଥତା କାରଣରୁ ଶାସନ ଭାରରୁ ଓହରି ଯାଇଥିବା ବେଳେ ତାଙ୍କ ସ୍ଥାନରେ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି କ୍ୟାବିନେଟ ସଚିବ  ୟୋସିହିଦେ ସୁଗା । ସୋମବାର ୟୋସିହିଦେ ଦଳର ନେତା ଭାବରେ ନିର୍ବାଚିତ ହୋଇଥିବା ବେଳେ  ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇ ପାରନ୍ତି ବୋଲି ଆଲୋଚନା ହେଉଛି । ଲିବେରାଲ ଡେମୋକ୍ରାଟିକ ପାର୍ଟିର 534 ଜଣ ସଦସ୍ୟଙ୍କ ମଧ୍ୟରୁ 377 ଜଣ ୟୋସିହିଦେଙ୍କ ସପକ୍ଷରେ ଭୋଟ କରିଥିଲେ । ଏହି ନିର୍ବାଚନରେ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବା ଏବଂ ଏଡିଏଫ ନିୟାମକ ମୁଖ୍ୟ ଫୁମିଓ କିଶିଦା ପ୍ରତିଦ୍ୱନ୍ଦିତା କରିଥିଲେ । ଆସନ୍ତା ବୁଧବାର ଦିନ ସଂସଦୀୟ ଭୋଟରେ ୟୋସିହିଦେ ପ୍ରଧାନମନ୍ତ୍ରୀ ହେବାର ସମ୍ଭାବନା ସ୍ପଷ୍ଟ ହୋଇଛି । ସରକାରଙ୍କ ପ୍ରମୁଖ ପରାମର୍ଶଦାତା ରହିଥିବା ୟୋସିହିଦେ ସିଞ୍ଜୋ ଆବେଙ୍କ ବଡ ସମର୍ଥକ ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ଜାପାନର ସବୁଠାରୁ ଅଧିକ ସମୟ ପ୍ରଧାନମନ୍ତ୍ରୀ ରହିଥିବା ସିଞ୍ଜୋ ଆବେ ଅସୁସ୍ଥତା କାରଣରୁ ନିଜ ପଦବୀରୁ ଓହରି ଯାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.