Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଓ ଜାପାନ ମଧ୍ୟରେ ସାଇବର ସୁରକ୍ଷା କ୍ଷେତ୍ରରେ ବୁଝାମଣା
ଅନ୍ତରାଷ୍ଟ୍ରୀୟ

ଭାରତ ଓ ଜାପାନ ମଧ୍ୟରେ ସାଇବର ସୁରକ୍ଷା କ୍ଷେତ୍ରରେ ବୁଝାମଣା

October 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Tokyo: External Affairs Minister S. Jaishankar holds India-Japan Strategic Dialogue with Japanese Foreign Affairs Minister Toshimitsu Motegi in Tokyo, on Oct 7, 2020. (Photo: IANS/MEA)

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକ ଭାରତ ଓ ଜାପାନ ମଧ୍ୟରେ ସାଇବର ସୁରକ୍ଷା ନେଇ ବୁଝାମଣା ପତ୍ର ସ୍ଵାକ୍ଷର କରିବାକୁ ଅନୁମତି ପ୍ରଦାନ କରିଛନ୍ତି।

ଏହି ବୁଝାମଣା ସ୍ଵାକ୍ଷରିତ ହେବା ଫଳରେ ଉଭୟ ଦେଶ ମଧ୍ୟରେ ସାଇବର ସ୍ପେସରେ ସାମର୍ଥ୍ୟ ବୃଦ୍ଧି, ଭିତ୍ତିଭୂମି ସୁରକ୍ଷା, ନୂଆ ନୂଆ ପ୍ରଯୁକ୍ତି ବିଦ୍ୟା, ସାଇବର ସୁରକ୍ଷା ପ୍ରତି ସୃଷ୍ଟି ହେଉଥିବା ବିପଦର ମୁକାବିଲା ଇତ୍ୟାଦିରେ ସହଯୋଗ ବୃଦ୍ଧି ପାଇବ। ସୂଚନା ଓ ପ୍ରଯୁକ୍ତି ତଥା ଭିତ୍ତିଭୂମି କ୍ଷେତ୍ରରେ ମଧ୍ୟ ଉଭୟ ଦେଶ ମିଳିମିଶି କାର୍ଯ୍ୟ କରିବେ। ଭାରତ ଓ ଜାପାନ ଏକ ଅବାଧ, ନିରପେକ୍ଷ ଓ ନିର୍ଭରଶୀଳ ସାଇବର ସ୍ପେସ ବାତାବରଣ ପାଇଁ ପ୍ରତିଶ୍ରୁତିବଦ୍ଧ ।

ଏହାଛଡା ଉଦ୍ଭାବନ, ଆର୍ଥିକ ଅଭିବୃଦ୍ଧି, ବେପାର ବଣିଜ ଇତ୍ୟାଦି ପାଇଁ ଆବଶ୍ୟକ ଇଣ୍ଟରନେଟର ସହାୟତା ନେଇ ମଧ୍ୟ ଦୁଇ ଦେଶ କାର୍ଯ୍ୟ କରିବେ।ଉଭୟ ଦେଶ ଏହି ବୁଝାମଣା ଜରିଆରେ ଜାତିସଂଘ ସମେତ ଅନ୍ୟାନ୍ୟ ଆନ୍ତର୍ଜାତିକ କ୍ଷେତ୍ରରେ ମଧ୍ୟ ସହଯୋଗ ସୁନିଶ୍ଚିତ କରିବେ। ବିଭିନ୍ନ ସୂଚନା ଓ ପ୍ରଯୁକ୍ତିବିଦ୍ୟା ସମ୍ପର୍କିତ ସାମଗ୍ରୀର ଆଦାନ ପ୍ରଦାନ ଦିଗରେ ଦୁଇ ଦେଶ ସହଯୋଗ କରିବା ସହ ଏହାର ସୁରକ୍ଷା ମଧ୍ୟ କରିପାରିବେ।

ସାଇବର ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.