Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ହିନ୍ଦୁ ଏବଂ ମୁସଲମାନମାନଙ୍କ ଉପରେ ଏମିତି କଥା କହିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ
ଅନ୍ତରାଷ୍ଟ୍ରୀୟ

ହିନ୍ଦୁ ଏବଂ ମୁସଲମାନମାନଙ୍କ ଉପରେ ଏମିତି କଥା କହିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ହିନ୍ଦୁ ଏବଂ ମୁସଲମାନମାନଙ୍କ ଉପରେ ଏମିତି କଥା କହିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ
ନୂଆଦିଲ୍ଲୀ, ଭାରତରେ ହିନ୍ଦୁ ଏବଂ ମୁସଲମାନମାନଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ହୋଇଆସୁଛି। ଭାରତ ଏପରି ଏକ ଦେଶ ଯେଉଁଠାରେ ପ୍ରତ୍ୟେକ ଧର୍ମର ଲୋକ ବାସ କରନ୍ତି। କିନ୍ତୁ ଏହା ମଧ୍ୟ ସତ ଯେ, ଭାରତର ମୁସଲମାନମାନେ ବିଶ୍ୱର ସବୁଠାରୁ ସନ୍ତୁଷ୍ଟ ମୁସଲମାନ। ହେଲେ କହିବାକୁ ଗଲେ ଆମ ପଡ଼ୋଶୀ ଦେଶ ପାକିସ୍ଥାନ ଅନ୍ୟ ଧର୍ମକୁ ଅଧିକାର ଦେଇନାହିଁ। କେତେକ ହିନ୍ଦୁ ପାକିସ୍ତାନରେ ଅଛନ୍ତି। କିନ୍ତୁ ପାକିସ୍ତାନ ସରକାର ସେମାନଙ୍କ ସହ ଅସଦାଚରଣ କରୁଛନ୍ତି।

ଆରଏସଏସ ମୁଖ୍ୟ ମୋହନ ଭଗବତ ଏକ ସାକ୍ଷାତକାରରେ କହିଛନ୍ତି ଯେ ଦେଶର ରାମ ମନ୍ଦିରଗୁଡ଼ିକ ଜାତୀୟ ମୂଲ୍ୟବୋଧ ଏବଂ ମର୍ଯ୍ୟଦାର ପ୍ରତୀକ ଅଟେ। କେବଳ ଏତିକି ନୁହେଁ ଭାଗବତ ଅନେକ କଥା କହିଥିଲେ ଯାହା ଶୁଣି ସମଗ୍ର ଦେଶ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ମୋହନ ଭାଗବତ କହିଛନ୍ତି ଯେ ଲୋକମାନଙ୍କୁ ନିୟନ୍ତ୍ରଣ କରୁଥିବା ବିଦେଶୀ ଧର୍ମ କେବଳ ଭାରତରେ ଅଛି। ସେ କହିଛନ୍ତି ଯେ ଯେଉଁଠାରେ ଏକ ବିଦେଶୀ ଧର୍ମ ଏକ ଦେଶର ଲୋକଙ୍କୁ ଶାସନ କରେ, ତାହା ଆଉ କେଉଁଠି ନାହିଁ, କେବଳ ଭାରତରେ ତାହା ହେଉଛି।

ଆରଏସଏସ ମୋହନ ଭାଗବତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Latest News

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.