Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟ୍ରେନ୍‌ ଓ ବସ୍‌ ଧକ୍କା : 17 ମୃତ, 30 ଆହତ
ଅନ୍ତରାଷ୍ଟ୍ରୀୟ

ଟ୍ରେନ୍‌ ଓ ବସ୍‌ ଧକ୍କା : 17 ମୃତ, 30 ଆହତ

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ୟାଂକକ୍‌ : ଥାଇଲାଣ୍ଡରେ ଟ୍ରେନ୍‌ ଓ ବସ୍‌ ମଧ୍ୟରେ ଧକ୍କା ହେବା ପରେ ଅତିକମ୍‌ରେ 17ଜଣଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଥାଇଲାଣ୍ଡରେ ରବିବାର ଦିନ ସକାଳ ସମୟରେ ଏହି ଘଟଣାଟି ଘଟିଛି । 65 ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଏକ ଟ୍ରେନ୍‌ ସହ ଧକ୍କା ଦେବାପରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ତେବେ ବର୍ଷା ଯୋଗୁଁ  ଦୃଶ୍ୟ କମ୍‌ ହେବା ଯୋଗୁଁ ଟ୍ରେନ୍‌ ଆସିବାର ସିଗନାଲ୍‌ ନ ଦେଖାଯିବା ଯୋଗୁଁ ଏପରି ଏକ ଅଘଟଣ ଘଟିଯାଇଛି । ଏହି ଘଟଣାଟି ବ୍ୟାଙ୍କକ୍‌ଠାରୁ 80 କିଲୋମିଟର ଦୂର ପୂର୍ବ ଅଞ୍ଚଳରେ ଘଟିଛି । ଏହି ଦୁର୍ଘଟଣାରେ 17 ଜଣଙ୍କ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ 30ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ତେବେ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ସୂଚନାରହିଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.