Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମଦ୍ରାସାରେ ବମ୍‌ ବିସ୍ଫୋରଣ : 7 ମୃତ, 70 ଆହତ
ଅନ୍ତରାଷ୍ଟ୍ରୀୟ

ମଦ୍ରାସାରେ ବମ୍‌ ବିସ୍ଫୋରଣ : 7 ମୃତ, 70 ଆହତ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପେଶାଓ୍ବାର : ପାକିସ୍ତାନର ପେଶାଓ୍ବାରରେ ବମ୍‌ ବିସ୍ଫୋରଣ ଯୋଗୁଁ ପ୍ରାୟ 7 ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ 70 ଜଣ ଆହତ ହୋଇଛି । ପାକିସ୍ତାନ ପୋଲିସ୍‌ର ସୂଚନା ଅନୁସାରେ ପେଶାଓ୍ବାରରେ ଦିର୍‌ କଲୋନୀର ମଦ୍ରାସାରେ ବମ୍‌ ବିସ୍ଫୋରଣ ହୋଇ ସାତଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଏହି ବିସ୍ଫୋରଣରେ 70 ଜଣ ଆହତ ହୋଇଛନ୍ତି । ଆତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ୍‌ ଓ ଉଦ୍ଧାର କାରୀ ଦଳ ଉଦ୍ଧାର କାର୍ଯ୍ୟ ଜାରି କରିଛନ୍ତି । ଧାର୍ମିକ ସ୍କୁଲରେ ଶ୍ରେଣୀଗୃହ ଚାଲୁଥିବା ସମୟରେ ବମ୍‌ ବିସ୍ଫୋରଣ ଘଟିଛି । ମୃତକଙ୍କମଧ୍ୟରେ ଶିଶୁ ଓ ପ୍ରଶିକ୍ଷକଙ୍କ ସଂଖ୍ୟା ଅଧିକ ରହିଛି ।ସମସ୍ତ ଆହତଙ୍କୁ ଲେଡି ରିଡିଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟର ଅନେକ ଶିଶୁ ରହିଥିବାବେଳେ ସେମାନଙ୍କ ଅବସ୍ଥା ଗୁରୁତର ରହିଛି ।  (ଏଜେନ୍ସି)

explosion
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Latest News

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.