Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଫ୍ରାନ୍ସ ଚର୍ଚ୍ଚ ବାହାରେ ତିନି ଜଣଙ୍କୁ ହତ୍ୟା
ଅନ୍ତରାଷ୍ଟ୍ରୀୟ

ଫ୍ରାନ୍ସ ଚର୍ଚ୍ଚ ବାହାରେ ତିନି ଜଣଙ୍କୁ ହତ୍ୟା

October 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ୟାରିସ୍ : ଫ୍ରାନ୍ସରେ ଇସଲାମ ମୌଳବାଦୀଙ୍କ ତାଣ୍ଡବ ଦିନକୁ ଦିନ ବଢିବାରେ ଲାଗିଛି । ଗୁରୁବାର ଏକ ଚର୍ଚ୍ଚ ବାହାରେ ଜଣେ ମହିଳାଙ୍କ ସମେତ 3 ଜଣଙ୍କୁ ହତ୍ୟା କରାଯାଇଛି । ଇସଲାମ ବିରୋଧୀ କାର୍ଟୁନ ସେୟାର କରିବା କାରଣରୁ ମହିଳାଙ୍କ ବେକ କାଟି ଦିଆଯାଇଥିବା ଜଣାପଡିଛି । ନାଇସ ସହରର ନଟ୍ରେ ଡାମ ଚର୍ଚ୍ଚ ବାହାରେ ଏହି ଘଟଣା ଘଟିଥିଲା । ଏହି ଆକ୍ରମଣ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି ।ଅଭିଯୁକ୍ତ ଜଣକ ଏକ ଧାରୁଆ ଛୁରୀରେ ଆକ୍ରମଣ କରିବାରୁ ମହିଳାଙ୍କ ସମେତ ତିନି ଜଣଙ୍କର ପ୍ରାଣହାନି ଘଟିଥିଲା । ନାଇସ ସହରର ମେୟର ଏହି ଘଟଣାକୁ ଆତଙ୍କବାଦ ସହିତ ତୁଳନା କରିଥିବା ବେଳେ ଉଦ୍ଧାର କାର୍ଯ୍ୟ ପାଇଁ ସ୍ଥାନୀୟ ପୋଲିସ ଏବଂ ଦମକଳ ବାହିନୀ ମୁତୟନ କରାଯାଇଛି ।

ନିକଟରେ ମହମ୍ମଦଙ୍କ କାର୍ଟୁନ ଦେଖାଇଥିବା କାରଣରୁ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ବେଳେ ଏହି ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 7, 2026

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026
Latest News

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 7, 2026

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

August 7, 2026

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.