Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଫେରିଲା ଲକ୍‌ଡାଉନ୍‌ : ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲା ଏହି ଦେଶ
ଅନ୍ତରାଷ୍ଟ୍ରୀୟ

ଫେରିଲା ଲକ୍‌ଡାଉନ୍‌ : ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲା ଏହି ଦେଶ

November 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଣ୍ଡନ :  ବିଶ୍ବର ବିଭିନ୍ନ ପ୍ରାନ୍ତରେ କରୋନାର ଦ୍ବିତୀୟ ଲହର ଦେଖିବାକୁ ମିଳିଛି । କରୋନାର ଦ୍ବିତୀୟ ଲହରକୁ ଦୃଷ୍ଟିରେ ରଖି କିଛି ଦେଶ ପୁନର୍ବାର ଦେଶରେ ତାଲାବନ୍ଦ କରିଛନ୍ତି । ପୂର୍ବରୁ ୟୁରୋପ, ଫ୍ରାନ୍ସ,, ଜର୍ମାନୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଏବେ ବ୍ରିଟେନ୍‌ରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ହୋଇଛି । ଶୀତ ଯୋଗୁଁ ସଂକ୍ରମଣ ବଢିଥିବାବେଳେ ଦେଶରେ ପୁନର୍ବାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ । ନଭେମ୍ବର 1ରୁ ଡିସେମ୍ବର 2 ତାରିଖ ପର୍ଯ୍ୟନ୍ତ ଏକମାସ ଧରି ବ୍ରିଟେନ୍‌ରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିବା ସହ କହିଛନ୍ତି ଏବେ ଦ୍ବିତୀୟ ବିକଳ୍ପ କିଛି ନାହିଁ । ଏବେ ଲକ୍‌ଡାଉନ୍‌ ସହିତ ସମସ୍ତଙ୍କୁ ଘରେ ରହିବାକୁ ପଡିବ । କେବଳ ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟ ଦରକାରୀ କାରଣ ଯୋଗୁଁ ଘରୁ ବାହାରି ହେବ ।

ସୂଚନାଯୋଗ୍ୟ ବ୍ରିଟେନ୍‌ରେ ଏପର୍ଯ୍ୟନ୍ତ 10 ଲକ୍ଷରୁ ଅଧିକ କରୋନା ମାମଲା ରହିଥିବାବେଳେ 46 ହଜାର ଲୋକେ ମୃତ୍ୟୁବରଣ କରିଛନ୍ତି । ଅପରପକ୍ଷରେ ବିଶ୍‌ବରେ ଏପର୍ଯ୍ୟନ୍ତ ଏହି 4.,63 କୋଟି ମାମଲା ଆସିଛି । (ଏଜେନ୍ସି)

ବ୍ରିଟେନ୍‌ ଲକ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.