Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜୋ ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଘୋଷଣା କଲା ଡେସ୍କ ଏଚକ୍ୟୁ!
ଅନ୍ତରାଷ୍ଟ୍ରୀୟ

ଜୋ ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଘୋଷଣା କଲା ଡେସ୍କ ଏଚକ୍ୟୁ!

November 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଆମେରିକୀୟ ରାଷ୍ଟ୍ରପତି ନିର୍ବାଚନ ସମାପ୍ତ ହୋଇନଥିବା ବେଳେ ଜୋ ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି ଏକ ମାଗାଜିନ । ଡେସ୍କ ଏଚକ୍ୟୁ ନାମକ ମାଗାଜିନ ବିଡେନଙ୍କ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି । ସରକାରୀ ଭାବରେ କିଛି ଘୋଷଣା କରାଯାଇନଥିବା ବେଳେ ଏହି ମାଗାଜିନର ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଆମେରିକାର 46 ତମ ରାଷ୍ଟ୍ରପତି ଭାବରେ ବିଡେନଙ୍କ ନାମ ଘୋଷଣା କରିଛି ଏହି ମାଗାଜିନ । ଉଲ୍ଲେଖଯୋଗ୍ୟ ଯେ, ଡେମୋକ୍ରାଟ ପ୍ରାର୍ଥୀ ଜୋ ବାଇଡେନ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କୁ ବହୁ ପଛରେ ପକାଇ ଆଗକୁ ବଢ଼ି ଚାଲିଛନ୍ତି। 264 ଇଲେକ୍ଟୋରାଲ ଭୋଟ ସହିତ ବିଡେନ ରାଷ୍ଟ୍ରପତି ଦୌଡରେ ଆଗୁଆ ରହିଥିବା ବେଳେ ନେଭେଡା ଜର୍ଜିଆ ଏବଂ ପେନସିଲଭାନିଆରେ ଅଗ୍ରଣୀ ହାସଲ କରିଛନ୍ତି । ଏହି ଆସନକୁ ମିଶାଇଲେ ବିଡେନ ଆମେରିକାର ରାଷ୍ଟ୍ରପତି ହେବା ଆପାତତଃ ସ୍ପଷ୍ଟ। ତେବେ ଆନୁଷ୍ଠାନିକ ଘୋଷଣା ପୂର୍ବରୁ ଏପରି ଖବର ପ୍ରକାଶନ ବିତର୍କ ସୃଷ୍ଟି କରିଛି  ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025

ଆଜିଠାରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 17, 2025

ପାର୍ବଣକୁ ନେଇ କଟକ ସ୍ଥିତ କେନ୍ଦ୍ରାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ

September 17, 2025
Latest News

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ ସମ୍ପର୍କ ଏବଂ ଜନ ସମ୍ବେଦନା

September 17, 2025

ଦ୍ୱିତୀୟ ଜାତୀୟ ଏଏନଟିଏଫ୍ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 17, 2025

ଆଜିଠାରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 17, 2025

ପାର୍ବଣକୁ ନେଇ କଟକ ସ୍ଥିତ କେନ୍ଦ୍ରାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.