Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଗତ 24 ଘଣ୍ଟାରେ ଆମେରିକାରେ 2 ଲକ୍ଷରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ
ଅନ୍ତରାଷ୍ଟ୍ରୀୟ

ଗତ 24 ଘଣ୍ଟାରେ ଆମେରିକାରେ 2 ଲକ୍ଷରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓ୍ବାଶିଂଟନ :  ଦୁନିଆର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକାରେ ପୁଣି ଥରେ କରୋନାର ତାଣ୍ଡବ ଦେଖିବାକୁ ମିଳିଛି । ଗତ 24 ଘଣ୍ଟାରେ ଆମେରିକାରେ 2 ଲକ୍ଷରୁ ଅଧିକ ନୂତନ ମାମଲା ଚିହ୍ନଟ ହୋଇଛି । ଦେଶରେ ସର୍ବମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 10 କୋଟି 55 ଲକ୍ଷ 9 ହଜାର 184ରେ ପହଞ୍ଚିଛି ।

ମିଳିଥିବା ସୂଚନା ଅନୁସାରେ ଆମେରିକାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଦୁଇ ଲକ୍ଷ 45 ହଜାର 799ରେ ପହଞ୍ଚିଛି । ସେହିପରି 66 ଲକ୍ଷ 1 ହଜାର 331 ଜଣ ସୁସ୍ଥ ହୋଇଥିବାବେଳେ ଏପର୍ଯ୍ୟନ୍ତ 37 ଲକ୍ଷ 12 ହଜାର 54 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଏହି ସକ୍ରିୟ ଆକ୍ରାନ୍ତଙ୍କ ମଧ୍ୟରୁ 19 ହଜାର 374 ଜଣ ଗୁରୁତର ରହିଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.