Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୱିସକନସିନର ଏକ ମଲ୍‌ରେ ଗୁଳିକାଣ୍ଡ : ନାବାଳକ ସମେତ 8 ଆହତ
ଅନ୍ତରାଷ୍ଟ୍ରୀୟ

ୱିସକନସିନର ଏକ ମଲ୍‌ରେ ଗୁଳିକାଣ୍ଡ : ନାବାଳକ ସମେତ 8 ଆହତ

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ୱାଶିଂଟନ : ଆମେରିକାର ଏକ ମଲରେ ଗୁଳିକାଣ୍ଡ ଘଟି 8 ଜଣ ଆହତ ହୋଇଛନ୍ତି। ଶୁକ୍ରବାର ୱିସକନସିନରେ ରହିଥିବା ଏକ ମଲରେ ଗୁଳିକାଣ୍ଡ ଘଟିବା ସହିତ 8 ଜଣ ଲୋକ ଆହତ ହୋଇଛନ୍ତି । ତେବେ ଆତତାୟୀ ଜଣକ ଗୁଳି ଚାଳନା ପରେ ଫେରାର ହୋଇ ଯାଇଥିବା ଜଣାପଡିଛି ।  ମେ ଫେୟାର ମଲରେ ହୋଇଥିବା ଏହି ଗୁଳିକାଣ୍ଡକୁ ନେଇ ଏଫବିଆଇ ଏବଂ ମିଲଉଆକି କଣ୍ଟ୍ରି ସେରିଫ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଆକ୍ରମଣ ପରେ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଆତତାୟୀ ଜଣକ ଫେରାର ହୋଇଯାଇଥିଲେ । ଆକ୍ରମଣକାରୀ ଜଣ 20ରୁ30 ବର୍ଷ ବୟସ୍କର ଜଣେ ଶ୍ବେତାଙ୍ଗ ବୋଲି ଜଣାପଡିଛି । ଆକ୍ରମଣରେ ଆହତ ହୋଇଥିବା ଲୋକଙ୍କ ମଧ୍ୟରେ 7 ଜଣ ବୟସ୍କ ରହିଥିବା ବେଳେ ଜଣେ ନାବାଳକ ରହିଥିବା ଜଣାପଡିଛି । ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହିବି ଗୁରୁତର ନାହାନ୍ତି ବୋଲି ୱାଉଟସୋଆ ମେୟର ଡେନିସ ମ୍ୟାକବ୍ରାଇଡ ସୂଚନା ଦେଇଛନ୍ତି । (ଏଜେନ୍ସି)

shooting
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Latest News

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଧର୍ମେନ୍ଦ୍ର, ଶାହ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି: ରାତି ସାରା ଧାରଣାରେ ବସିବ କଂଗ୍ରେସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.