Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାବୁଲ୍‌ରେ ରକେଟ୍‌ ମାଡ : 8 ମୃତ, 30ରୁ ଉର୍ଦ୍ଧ୍ବ ଆହତ
ଅନ୍ତରାଷ୍ଟ୍ରୀୟ

କାବୁଲ୍‌ରେ ରକେଟ୍‌ ମାଡ : 8 ମୃତ, 30ରୁ ଉର୍ଦ୍ଧ୍ବ ଆହତ

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାବୁଲ୍‌ : ଆଫଗାନିସ୍ଥାନର ରାଜଧାନୀ କାବୁଲ୍‌ରେ ରକେଟ୍‌ ଆକ୍ରମଣରେ ଆଠ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 30ଜଣରୁ ଉର୍ଦ୍ଧ୍ବ ଆହତ ହୋଇଥିବାର ସୂଚନା ରହିଛି । ଏହି ଆକ୍ରମଣରେ ବହୁ କୋଠା ଧ୍ବଂସ ହୋଇଥିବାର ସୂଚନା ରହିଛି । କାବୁଲ ସହରରେ ଆତଙ୍କବାଦୀମାନେ 23ଟି ରକେଟ୍‌ ନିକ୍ଷେପ କରିଛନ୍ତି।  ତେବେ ଏହି ଆକ୍ରମଣରେ ହାତ ନ ଥିବା କଥା ତାଲିବାନ କହିଥିବା ବେଳେ ଅନ୍ୟ କୌଣସି ସଂଗଠନ ଏଥିପାଇଁ ଦାୟୀ ବୋଲି ଦାବି କରିନାହାନ୍ତି।

ମିଳିଥିବା ସୂଚନା ଅନୁସାରେ, କାବୁଲ୍‌ ସହରର ବଜାର ଅକବାର ଖାନ୍‌, ସହର-ଏ-ନ୍ୟୁ, ଚାହର କାଲା, ଗୁଲ୍‌-ଏ-ସୁର୍ଖ, ସ୍ପିଞ୍ଜର୍‌ ରୋଡ୍‌, ନେସନାଲ୍‌ ଆର୍ଚିବ୍‌ ରୋଡ୍‌ ଆଦି ଅଞ୍ଚଳରେ ରମେଟ୍‌ ମାଡ ହୋଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.