Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମଦ ନିଶାରେ ସାନିଟାଇଜର ପିଇ ସାତ ମୃତ,ଦୁଇଜଣ କୋମାରେ
ଅନ୍ତରାଷ୍ଟ୍ରୀୟ

ମଦ ନିଶାରେ ସାନିଟାଇଜର ପିଇ ସାତ ମୃତ,ଦୁଇଜଣ କୋମାରେ

November 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରୁଷ୍‌ : ରୁଷ୍‌ର ଏକ ଗ୍ରାମରେ ପାର୍ଟି ଚାଲିଥିବାବେଳେ ଆଲକହଲ୍‌ ଶେଷ ହୋଇଯିବା ପରେ ହ୍ୟାଣ୍ଡ ସାନିଟାଇଜର୍‌ ପିଇଛନ୍ତି । ସାନିଟାଇଜର୍‌ ପିଇବା ବେଶ୍‌ ମହଙ୍ଗା ପଡିଛି ।  ସାନିଟାଇଜର୍‌ ପିଇ 7ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ କୋମାକୁ ଚାଲିଯାଇଛନ୍ତି । ସେମାନେ ପିଇଥିବା ସାନିଟାଇଜର୍‌ରେ 69 ପ୍ରତିଶତ ମେଥନାଲ୍‌ ରହିଥିଲା ।

ମିଳିଥିବା ସୂଚନା ଅନୁସାରେ, ରୁଷ୍‌ର ତାତିନ୍ସିକ ଗ୍ରାମରେ 9ଜଣ ଲୋକେ ମିଶି ପାର୍ଟି କରୁଥିଲେ । ମଦ ସରିଯିବା ପରେ ପାଖରେ ଥିବା ସାନିଟାଇଜର୍‌ ପିଇଦେଇଥିଲେ।  ସାନିଟାଇଜର୍‌ ପିଇ ପ୍ରଥମେ 3ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ 6ଜଣଙ୍କୁ ଏୟାରକ୍ରାପ୍ଟରେ ୟାକୁତ୍ସ ନିଆଯାଇଥିଲା । ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଚାରିଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇଜଣ କୋମାକୁ ଚାଲିଯାଇଛନ୍ତି। ସୂଚନାଯୋଗ୍ୟ, ରୁଷ୍‌ରେ 20 ଲକ୍ଷ 64 ହଜାର 748ଟି ମାମଲା ଆସିଥିବାବେଳେ 35 ହଜାର 778ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.