Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଯୋଗୁଁ ମୃତ୍ୟୁବରଣ କଲେ ଆଉ ଜଣେ ପ୍ରଭାବଶାଳୀ ନେତା, ଜାଣନ୍ତୁ କିଏ
ଅନ୍ତରାଷ୍ଟ୍ରୀୟ

କରୋନା ଯୋଗୁଁ ମୃତ୍ୟୁବରଣ କଲେ ଆଉ ଜଣେ ପ୍ରଭାବଶାଳୀ ନେତା, ଜାଣନ୍ତୁ କିଏ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଯୋଗୁଁ ସାରା ବିଶ୍ବ ଏବେ ଭୀତତ୍ରସ୍ତ । ବହୁ ନେତା, ଜନନେତା, ଅଭିନେତା,ସାଧାରଣ ଜନତା ସମସ୍ତେ କରୋନାର ଶିକାର ହେଉଛନ୍ତି । କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ସୁଦାନର ପୂର୍ବତନ ପ୍ରଧାନମନ୍ତ୍ରୀ ସାଦିକ୍‌ ଅଲ ମହଦୀ । ମୃତ୍ୟୁବେଳକୁ ତାଙ୍କୁ 84 ବର୍ଷ ବୟସ ହୋଇଥିଲା । ସେ ଗତ ତିନି ସପ୍ତାହ ଧରି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ମଧ୍ୟ  ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ଉନ୍ନତି ଘଟିନଥିଲା । ଯାହାଫଳରେ ତାଙ୍କୁ ୟୁଏଇରେ ଭର୍ତ୍ତି କରାଯାଇଥିଲା ହେଲେ ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତ ମାସରେ, ସେ ଏକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାର ତାଙ୍କ ପରିବାର ଲୋକେ ସୂଚନା ଦେଇଥିଲେ ।

84 ବର୍ଷୀୟ ସାଦିକ୍‌ ଅଲ୍‌ ମହନ୍ଦୀ ସବୁଠାରୁ ଦୀର୍ଘ ସମୟ ଧରି ସୁଦାନର ପ୍ରଧାନମନ୍ତ୍ରୀ ରୂପେ କାର୍ଯ୍ୟ କରିଥିଲେ । 1989 ମସିହାରେ ସେନା କ୍ଷମତା ପରିବର୍ତ୍ତନ କରି ତାଙ୍କୁ ଗାଦିଚୁତ କରିଥିଲା । ସେବେଠାରୁ ସୁଦାନରେ ପ୍ରଧାନମନ୍ତ୍ରୀଙ୍କ ସ୍ଥାନରେ ଶାସନର କ୍ଷମତା ରାଷ୍ଟ୍ରପତିଙ୍କ ହାତରେ ରହିଥିଲା । ତେବେ ପ୍ରଧାନମନ୍ତ୍ରୀ ପଦରୁ ହଟିବା ପରେ ବି ସାଦିକ ଅଲ୍‌ ମହନ୍ଦୀ ସୁଦାନ୍‌ର ସବୁଠୁ ପ୍ରଭାବଶାଳୀ ନେତା ରୂପେ ପରିଚିତଥିଲେ । କେବଳ ସୁଦାନ୍‌ରେ ନୁହେଁ ସାରା ବିଶ୍ବରେ ମଧ୍ୟ ତାଙ୍କର ନାମ ରହିଥିଲା । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ରାଜ୍ୟସଭା ନିର୍ବାଚନ ପାଇଁ ସିପିଆଇ (ଏମ୍) ର ବଡ ନିଷ୍ପତ୍ତି: ବିଜେପି ବିରୋଧରେ ଆସିବାକୁ ଦେଲା ଆହ୍ଵାନ

February 28, 2026

ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍

February 28, 2026

SIR ପରେ ପଶ୍ଚିମବଙ୍ଗରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲେ ୬୦ ଲକ୍ଷରୁ ଅଧିକ ଭୋଟର

February 28, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ରାଜ୍ୟସଭା ନିର୍ବାଚନ ପାଇଁ ସିପିଆଇ (ଏମ୍) ର ବଡ ନିଷ୍ପତ୍ତି: ବିଜେପି ବିରୋଧରେ ଆସିବାକୁ ଦେଲା ଆହ୍ଵାନ

February 28, 2026

ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍

February 28, 2026

ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.