Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କ୍ରୂରତା ସୀମା ପାର୍‌ : 43 ଜଣ ଶ୍ରମିକଙ୍କୁ ନିର୍ମମ ହତ୍ୟା, 6 ଗୁରୁତର
ଅନ୍ତରାଷ୍ଟ୍ରୀୟ

କ୍ରୂରତା ସୀମା ପାର୍‌ : 43 ଜଣ ଶ୍ରମିକଙ୍କୁ ନିର୍ମମ ହତ୍ୟା, 6 ଗୁରୁତର

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଇଜେରିଆ : ନାଇଜେରିଆରେ ଘଟିଛି ବଡ଼ ନରସଂହାର। ଯେଉଁଠାରେ ଆତଙ୍କୀ ସଂଗଠନ ବୋକୋ ହରାମର ସେନା କ୍ଷେତରେ କାମ କରୁଥିବା 43 ଜଣ ଶ୍ରମିକଙ୍କୁ ନିର୍ମମ ହତ୍ୟା କରିଛନ୍ତି। ଏଥିରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଶନିବାର ନାଇଜେରିଆର ମୈଦୁଗୁରୀରେ ଏହି ଘଟଣା ଘଟିଥିବା ଜିହାଦ ବିରୋଧୀ ମିଲିସିଆ ସୂଚନା ଦେଇଛି। ଶ୍ରମିକଙ୍କ ପ୍ରଥମେ ରଶିରେ ବନ୍ଧା ଯାଇଥିଲେ ପରେ କ୍ରୁରତା ସହ ତାଙ୍କ ଗଳା କାଟି ହତ୍ୟା କରାଯାଇଥିବାର ସୂଚନା ରହିଛି । ଏହି ନରସଂହାରକୁ ନାଇଜେରିଆର ରାଷ୍ଟ୍ରପତି ମହମ୍ମଦୁ ବୁହାରୀ ତୀବ୍ର ନିନ୍ଦା କରିଛନ୍ତି।

ହତ୍ୟାର ଶିକାର ହୋଇଥିବା ଶ୍ରମିକମାନେ ପଶ୍ଚିମ ନାଇଜେରିଆର ସାକୋତ ରାଜ୍ୟର ବାସିନ୍ଦା ବୋଲି ଜଣାପଡିଛି । ସମେସ୍ତ କାମ ଅନ୍ବେଷଣରେ ଆସିଥିଲେ । ସେହିପରି ଧାନ କ୍ଷେତରେ 60 ଜଣ ଶ୍ରମିକ ଧାନ କ୍ଷେତରେ କାର୍ଯ୍ୟ କରୁଥିଲେ ।  ତେବେ ଧାନ କ୍ଷେତରୁ 43 ଜଣଙ୍କର ମୃତଦେହ ଜବତ ହୋଥିବାବେଳେ ଅନ୍ୟ 6ଜଣ ଗୁରୁତର ରହିଛନ୍ତି । ତେବେ ଏବେବି 8ଜଣ ଶ୍ରମିକ ନିଖୋଜ ରହିଥିବାର ସୂଚନା ରହିଛି । ତେବେ ଜିହାଦୀମାନେ ଶ୍ରମିକଙ୍କୁ ଅପହରଣ କରିନେଇଥିବାର ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ଗତ ମାସରେ ମଧ୍ୟ 22 ଜଣ ଚାଷୀଙ୍କ ହତ୍ୟା କରାଯାଇଥିବାର ଘଟଣା ସାମ୍ନାକୁ ଆସିଥିଲା । 2009 ପରଠାରୁ ଜିହାଦୀ ବିବାଦ ଯୋଗୁଁ ପ୍ରାୟ 36 ହାଜରଙ୍କ ଜୀବନ ଯାଇଥିବାବେଳେ 20 ଲକ୍ଷରୁ ଅଧିକ ଲୋକେ ବିସ୍ଥାପିତ ହୋଇଛନ୍ତି (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.