Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆତ୍ମଘାତୀ କାର୍‌ ବିସ୍ଫୋରଣ : 26 ସୁରକ୍ଷାକର୍ମୀ ମୃତ
ଅନ୍ତରାଷ୍ଟ୍ରୀୟ

ଆତ୍ମଘାତୀ କାର୍‌ ବିସ୍ଫୋରଣ : 26 ସୁରକ୍ଷାକର୍ମୀ ମୃତ

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ
ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ

କାବୁଲ : ଆଫଗାନିସ୍ତାନର ଏକ ସେନା ବେସରେ ଆତ୍ମଘାତୀ କାର ବିସ୍ଫୋରଣରେ ଅତି କମରେ 26 ଜଣ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି ବୋଲି ସୂଚନା ମିଳିଛି । ତାଲିବାନ ଏବଂ ସରକାରୀ ବାହିନୀ ମଧ୍ୟରେ ନିୟମିତ ଲଢେଇ ଚାଲିଥିବାର ପୂର୍ବ ଗଜନି ପ୍ରଦେଶର ରାଜଧାନୀ ଉପକଣ୍ଠରେ ଏହି ଆକ୍ରମଣ ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଏହି ବିସ୍ଫୋରଣ କରାଯାଇଛି । ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ରବିବାର ଦିନ ଅପରାହ୍ନ ସମୟରେ ଆଫଗାନିସ୍ତାନର ଗଜନି ପ୍ରଦେଶ ନିକଟରେ ଏହି ବିସ୍ଫୋରଣ ଘଟିଛି । ସେନା ବେସ୍‌କୁ ଲକ୍ଷ୍ୟ କରାଯାଇ ଏକ ଆତ୍ମଘାତୀ ବିସ୍ଫୋରଣ କରାଯାଇଛି । ଗତକିଛି ଦିନ ହେଲା ଆଫଗାନିସ୍ତାନର ବିଭିନ୍ନ ସ୍ତାନରେ ଏପରି ବିସ୍ଫୋରଣ ଖବର ସାମ୍ନାକୁ ଆସୁଛି । ଯାହାଦ୍ୱାରା ଅନେକ ସୁରକ୍ଷାକର୍ମୀ ଓ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି । ସୈନିକଙ୍କ ମୃତଦହେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କେତେଜଣ ଆହତ ହୋଇଛନ୍ତି ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ । (ଏଜେନ୍ସି)

iedblast
Share. Facebook Twitter LinkedIn Email WhatsApp Copy Link

Related Posts

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Latest News

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.