Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଖୁସି ଖବର : ମଡର୍ଣ୍ଣା ଟିକା ଶତ ପ୍ରତିଶତ ସଫଳ
ଅନ୍ତରାଷ୍ଟ୍ରୀୟ

ଖୁସି ଖବର : ମଡର୍ଣ୍ଣା ଟିକା ଶତ ପ୍ରତିଶତ ସଫଳ

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ୱାଶିଂଟନ : କରୋନା ମୁକାବିଲା ପାଇଁ ଖୁସି ଖବର । ଆମେରିକୀୟ ଟିକା ପ୍ରସ୍ତୁତକାରୀ କମ୍ପାନୀ ମଡର୍ଣ୍ଣା ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଟିକା ଶତ ପ୍ରତିଶତ ସଫଳ । ମଡର୍ଣ୍ଣାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପରେ ମିଳିଥିବା ତଥ୍ୟ ଅନୁଯାୟୀ ଏହ ଟିକା ପ୍ରାୟ 94.1 ପ୍ରତିଶତ ଫଳପ୍ରଦ ସାବ୍ୟସ୍ତ ହୋଇଥିଲା । ତେବେ ଗୁରୁତର କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ଏହି ଟିକା ଶତ ପ୍ରତିଶତ ସଫଳ ହୋଇଥିବା ନେଇ ମଡର୍ଣ୍ଣା ପକ୍ଷରୁ କୁହାଯାଇଛି ।

ମଡର୍ଣ୍ଣାର ବ୍ୟବହାର କାରଣରୁ କରୋନା ମୃତ୍ୟୁକୁ ରୋକା ଯାଇ ପାରୁଛି । ଏହି ତଥ୍ୟ ସହିତ ଆମେରିକୀୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଟିକାର ବ୍ୟବହାରିକ ପ୍ରୟୋଗ ପାଇଁ ଅନୁମତି ମଗାଯାଇଛି । ଏହା ସହିତ 2020  ସୁଦ୍ଧା ମଡର୍ଣ୍ଣା ଆମେରିକାରେ 2 କୋଟି ଡୋଜର ଟିକା ବିତରଣ କରି ପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026
Latest News

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.